20 ନାଇ, ମୁଇ ପର୍ମେସରର୍ ବପୁସଙ୍ଗ୍ ଡୁମା ଚାଡାଇବି । ତେବେ ତା ଏଟା ଜାନାଇ ଦେଲାନି, କି ପର୍ମେସରର୍ ରାଇଜ୍ ତମର୍ ଲଗେ କେଟ୍ଲାବେ ବଲି ।”
ଡୁମା ଚାଡାଇବା ବପୁ ମୁଇ ବାଲ୍ଜିବୁଲର୍ ଟାନେଅନି ପାଇନାଇ । ସେଟା ମୁଇ ପର୍ମେସରର୍ ଆତ୍ମାର୍ଟାନେଅନି ପାଇଆଚି । ଏଟାର୍ ପାଇ ଆରି ଗଟେକ୍ ବିସଇ ଜାନାପଡି ଗାଲାନିଜେ ସରଗ୍ ରାଇଜ୍ ତମର୍ ଲଗେ ଆସି କେଟିଗାଲାବେ ।
ସେ ଏନ୍ତି ବଲି କଇତେରଇଲା, “ପାପ୍ଟାନେଅନି ବାଉଡା, କାଇକେବଇଲେ ସରଗ୍ ରାଇଜ୍ ଲଗେ କେଟ୍ଲାନି ।”
ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା ।
ତମର୍ ନଅରର୍ ଜନ୍ ଦୁଲି ଆମର୍ ପାଦେ ଲାଗିଆଚେ, ସେଟାମିସା ତମର୍ପାଇ ପାପ୍ଡିଦେଲୁନି, ଅଇଲେମିସା ପର୍ମେସରର୍ ରାଇଜ୍ ଲଗେସେ, ଏଟା ତମେ ଜାନିରୁଆ ।
ସେ ଜାଗାଇ ଜର୍ ଦୁକା ଅଇରଇଲା ଲକ୍ମନ୍କେ ନିକ କରା, ଆରି ସେମନ୍କେ କୁଆ ପର୍ମେସରର୍ ରାଇଜ୍ ତମର୍ଲଗେ ସେ ।
“ଜେଡେବେଲେ ଗଟେକ୍ ବପୁର୍ ଲକ୍ ଆତ୍ଅତିଆର୍ ଦାରି ନିଜର୍ ଗର୍ ଜାଗ୍ସି, ସେଡେବେଲାଜାକ ତାର୍ ଦନ୍ କାଇଟା ନ ଅଏ ।
“ପର୍ମେସରର୍ ରାଇଜ୍ ବିସଇ ଜାନାଇବାକେ ମୁଇ ତମର୍ ସବୁ ଲକର୍ ଲଗେ ଜାଇଆଚି । ଏବେ ମୁଇ ଜାନିଆଚି, ତମର୍ ବିତ୍ରେଅନି କେମିସା ମର୍ ମୁଁ କେବେ ଦେକି ନାପାରାସ୍ ।
ପର୍ମେସରର୍ ଜନ୍ ରାଇଜର୍ପାଇ ତମେ ଦୁକ୍ କସ୍ଟ ପାଇଲାସ୍ନି, ସେ ରାଇଜ୍ ପାଇସା । ପର୍ମେସରର୍ ବିଚାର୍ କର୍ବାଟା ଟିକ୍ ଆକା, ଇତିଅନି ସେଟା ଜାନିଅଇଲାନି ।