28 ମାତର୍ ଜିସୁ କଇଲା, “ନାଇ, ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ସେଟା ମାନ୍ବାଇ, ସେମନ୍ ନିକ କରମର୍ ଲକ୍ ।”
ମାତର୍ ଜିସୁ ଲକ୍ମନ୍କେ କଇଲା, “ଜନ୍ ଲକ୍ମନ୍ ପର୍ମେସରର୍ ବାକିଅ ସୁନ୍ବାଇ ଆରି ମାନ୍ବାଇ ସେମନ୍ ମର୍ ମାଆ ଆରି ବାଇମନ୍ ।”
ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
ଏ ବଇ ପଡିକରି ତେଇ ଲେକାଅଇରଇବା ଆଗ୍କେ ଗଟ୍ବା କାତାମନ୍ ବୁଜିକରି ମାନ୍ବା ଲକ୍ମନ୍ କେଡେକ୍ କରମର୍ ଲକ୍ମନ୍ ! କାଇକେବଇଲେ ଏ ସବୁ ବିସଇ ଗଟ୍ବା ବେଲା କେଟ୍ଲା ।
ଜେତ୍କି ସବୁଲକ୍ ତାକର୍ ବସ୍ତର୍ ଦଇକରି ସୁକଲ୍ କର୍ବାଇ, ସେମନ୍ କେଡେକ୍ କରମର୍ ଲକ୍ ! ଜିବନର୍ ଗଚେଅନି ପଲ୍ କାଇକରି କାବାଟ୍ବାଟେ ଜାଇ କରି ନଅରେ ପୁର୍ବାକେ ସେମନ୍ ଅଦିକାର୍ ପାଇବାଇ ।