ଲୁକ୍ 11:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ତମର୍ ଆଁକି, ଗାଗଡର୍ ବତି । ଜେଡେବଲ୍ ତମର୍ ଆଁକି ନିକ ରଇସି, ସେଡେବେଲେ, ତମର୍ ଗୁଲାଇ ଗାଗଡ୍ ମିସା ଉଜଲ୍ ଅଇସି । ମାତର୍ ଜେଡେବେଲେ ସେଟା ମୁର୍କି ରଇସି, ସେଡ୍କିବେଲା ତମର୍ ଗାଗଡ୍ ମିସା ଆନ୍ଦାର୍ ଅଇଜାଇସି । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।