39 ଜିସୁ ତାକେ କଇଲା, “ତମେ ପାରୁସିମନ୍ ଗିନା ଆରି ତାଲାର୍ ବାଇରେ ମାଞ୍ଜିରଇସା, ମାତର୍ ତମର୍ ବିତ୍ରର୍ ସକ୍ଡି ବେନ୍ବେନା ରଇସି । କରାପ୍ଟା ଆରି ଲବ୍ କର୍ବାଟା ସବୁ ପୁରୁନ୍ ଅଇଆଚେ ।
କାଇକେବଇଲେ ତାର୍ ମନେ ଜନମ୍ ଅଇଲା କାରାପ୍ ଚିନ୍ତାଇଅନି ସେ ନର୍ମାର୍ବାଟା, କାରାପ୍ କାମ୍ କର୍ବାଟା, ବେସିଆ କାମ୍ କର୍ବାଟା, ଚର୍ବାଟା, ମିଚ୍କାତା କଇବାଟା ଆରି ବିନ୍ଲକର୍ କୁଟ୍କାତା କଇବା ପାରା, ବିନ୍ ବିନ୍ ରକାମର୍ ନିୟମ୍ ନଇଲା କାମ୍ମନ୍ କର୍ସି ।”
“ଟକାବଣ୍ଡା କର୍ବା ବବିସତ୍ବକ୍ତାମନର୍ ତେଇଅନି ଜାଗର୍ତା ଅଇରୁଆ, ସେମନ୍ ବାଇରେ ମେଣ୍ଡା ପାରା ଡିସ୍ବାଇ ମାତର୍ ତାକର୍ ମନ୍ ବିତ୍ରେ ବାଲିଆଡୁର୍କାମନର୍ ପାରା ।
ଜିସୁ ସେମନ୍କେ କଇଲା, “ତମେ ଲକର୍ ମୁଆଟେ ନିକ ବଲି ଦେକାଇ ଅଇଲାସ୍ନି । ମାତର୍ ତମର୍ ମନ୍ବିତ୍ରେ କାଇଟା ଆଚେ ସେଟା ପର୍ମେସର୍ ଜାନିଆଚେ । ଜନ୍ ଦିନ୍ସୁ ଲକ୍ମନ୍ ବେସି ମୁଲିଅ ବଲି ବାବ୍ଲାଇନି ସେଟା ପର୍ମେସର୍ ଦେକ୍ବା ଇସାବେ ବେସି ଗିନର୍ ବିସଇ ।”
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
ତେଇ ଜଅନ୍ ନିଜର୍ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକି ମାପ୍ରୁର୍ ଲଗେ ଏନ୍ତାରି କଇ ପାଟାଇଲା, “ଜେ ଆଇବାର୍ ରଇଲା, ସେ ଲକ୍ ତମେସେ କି ? କି କାଇ ବିନ୍ ଲକ୍କେ ଆମେ ଜାଗ୍ବୁ ?”
ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
ପିତର୍ ତାକେ କଇଲା, “ଅନନିୟ ତୁଇ କେନ୍ତି ସଇତାନର୍ ପାନ୍ଦେପଡି ଜମି ବିକି ଆନିରଇବା ଡାବୁ କେତେକ୍ ନିଜର୍ ପାଇ ସଙ୍ଗଇକରି ସୁକଲ୍ ଆତ୍ମାର୍ ମୁଆଟେ ମିଚ୍ କଇଲୁସ୍ ?
ଜିଉଦି ଦରମ୍ ମାନ୍ବା ବେଲେ, ମୁଇ ଦାଙ୍ଗ୍ଡା ବଇସେ ଆମର୍ ଜିଉଦିମନର୍ ବିତ୍ରେ ସବୁକେ ଅନି ଆଗ୍ତୁ ରଇଲି ଆରି ଆମର୍ ଆନିଦାଦିମନ୍ ବିସ୍ବାସ୍ କରି ଆଇତେରଇବା ରିତିନିତି ବେସି ଡାଟ୍ ସଙ୍ଗ୍ ମାନ୍ତେରଇଲି ।
ପର୍ମେସର୍କେ ସେବା କଲିନି ବଲି ଦେକାଇବାଇ, ମାତର୍ ତାର୍ ବପୁ ତାକର୍ ଜିବନ୍ ବାଦ୍ଲାଇବାକେ ନ ଦେଅତ୍ । ସେନ୍ତାରି ଲକ୍ମନର୍ଟାନେଅନି ଦୁରିକେ ର ।
ଜନ୍ ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ସୁକଲ୍ ରଇବାଇ, ସେନ୍ତାରିସେ ତାକର୍ପାଇ ସବୁ ବିସଇ ସୁକଲ୍ ରଇସି । ମାତର୍ ଜନ୍ ଲକ୍ମନର୍ ବିବେକ୍ ସେମନ୍କେ ଦସି କର୍ସି, ସେମନ୍ କାରାପ୍ ଅଇ ଜିସୁକିରିସ୍ଟକେ ବିସ୍ବାସ୍ ନ କଲେ, ତାକର୍ପାଇ କାଇ ବିସଇ ମିସା ସୁକଲ୍ ନାଇ ।
ପର୍ମେସରର୍ ଲଗେ ଆସା, ତେବେ ସେ ମିସା ତମର୍ ଲଗେ ଲଗେ ରଇସି । ଏ ପାପିମନ୍, କାରାପ୍ କାମ୍କର୍ବାଟା ଚାଡିଦିଆସ୍ । ଆରି ଏ ଦୁଇବାଟେ ମନ୍କରୁମନ୍ ତମର୍ ମନ୍ ନିର୍ମଲ୍ କରା ।