4 ଆମର୍ ସବୁ ପାପ୍ କେମା କରିଦିଆସ୍, କାଇକେବଇଲେ ଆମେ ମିସା ଆମର୍ ବିରୁଦେ ବୁଲ୍ କଲା ଲକ୍ମନ୍କେ କେମା କଲୁନି । ଆମ୍କେ ପାପ୍ ଦସ୍ କରାଇବା ସବୁର୍ତେଇଅନି ରକିଆ କରା ।”
ଜିସୁ ଏ କାତା କଇସାରାଇ କଇଲା, “ତମର୍ ବିରୁଦେ ଦସ୍ କରି ରଇବା ବାଇମନ୍କେ ମନ୍ ବିତ୍ରେଅନି ଜଦି କେମା ନ ଦିଆସ୍, ତେବେ ମର୍ ସରଗର୍ ବାବା ମିସା ତମ୍କେ ଏନ୍ତାରିସେ କର୍ସି ।”
ଜେନ୍ତିକି ପରିକାର୍ ବେଲାଇ ନ ଆରିଜିବାକେ, ଜାଗିରଇ ପାର୍ତନା କରା । କାଇକେ ବଇଲେ ଆତ୍ମା କର୍ବି ବଲି ମନ୍ କଲାନି, ମାତର୍ ଗାଗଡ୍ ନିଚି ବଇଲାନି ।”
ପଚେ ଜିସୁ ତାର୍ ସିସ୍ମନ୍କେ କଇଲା, “ତମର୍ ଏନ୍ତାରି କାର୍ ମଇତର୍ ଆଚେ କି, ଜାର୍ଲଗେ କି ତମେ ମଜାରାତି ଜାଇ କଇପାରାସ୍, ଏ ମଇତର୍, ମକେ ତିନ୍ଟା ରୁଟି ଉଦାର୍ ଦେଇରୁଆ,
ନଇଲେ ସିଲଅତେଇ ରଇଲା ଜନ୍ ଅଟ୍ର ଲକର୍ ଉପ୍ରେ ବଡ୍ ଗର୍ ଅଦ୍ରି ମରିଜାଇ ରଇଲା, ସେମନ୍ ତେବେ ? ତମେ ସେମନ୍କେ ଜିରୁସାଲାମର୍ ବିନ୍ ଲକ୍ମନର୍ ଟାନେଅନି ଅଦିକ୍ ପାପ୍ କଲାଇ ଆଚତ୍ ବଲି ବାବ୍ଲାସ୍ନି କି ?
ତେଇ ସେମନ୍କେ କଇଲା, “ତମେ କାଇକେ ସଇଦେଇ ଆଚାସ୍ ? ଉଟା ପରିକାର୍ ପାନ୍ଦେ ନ ଲାଗାଇ ଅଇବାକେ ପାର୍ତନା କରା ।”
ପାକ୍ନାବାଡି ବୁଏଁ ଅଦର୍ଲା ବିଅନ୍ ଏନ୍ତାରି ଲକ୍ମନ୍କେ ବୁଜାଇସି । ସେମନ୍ ବାକିଅ ସୁନି ସାର୍ଦାସଙ୍ଗ୍ ମାନ୍ବାଇ, ମାତର୍ ସେମନ୍କେ ଚେର୍ ନ ରଇଲାର୍ପାଇ ବଲି ଚନେକ୍ ବିସ୍ବାସ୍ କର୍ବାଇ ଆରି କାଇଆଲେ ପରିକା ବେଲାଇ ବିସ୍ବାସ୍ ଚାଡିଦେବାଇ ।
ତମେ ସେମନ୍କେ ଏ ଦୁନିଆଇଅନି ଦାରିଜା ବଲି ମୁଇ ପାର୍ତନା କରିନାଇ । ମାତର୍ ସଇତାନର୍ ପାନ୍ଦେ ଅନି ରକିଆ କରା ବଲି ଗୁଆରି କଲିନି ।
ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି ।
ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ ।
ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କରାଇସି ।
ବିପଦେ ପାକାଇବା ସବୁ ଗଟ୍ନାଇଅନି ମାପ୍ରୁ ଜିସୁ ମକେ ରକିଆ କରି, ସର୍ଗେ ରଇବା ତାର୍ ରାଇଜେ କାଇଟା ନ ଅଇତେ ଡାକିନେଇସି । କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଆକା ଡାକ୍ପୁଟା ପାଅ । ଆମେନ୍ !
କାଇକେବଇଲେ ଜନ୍ଲକ୍ ବିନ୍ ଲକ୍କେ ଦୟା ନ ଦେକାଏ, ପର୍ମେସର୍ ବିଚାର୍ନା କର୍ବାବେଲେ ତାକେ ମିସା ଦୟା ନ ଦେକାଏ । ଜନ୍ ଲକ୍ମନ୍ ବିନ୍ ଲକ୍ମନ୍କେ ଦୟା କରିଆଚେ, ସେମନ୍ ବିଚାର୍ନାଟାନେ ଡର୍ବାର୍ ନାଇ ।
ତମେ ଜେତ୍କି ଦୁକ୍ କସ୍ଟ ମୁର୍ଚିକରି ରଇବାକେ ଗାଲାସ୍ନି, ସେ ବିସଇ ଚିନ୍ତା କରି ଡରାନାଇ । ସୁନା ତମ୍କେ ସଇତାନ୍ ବନ୍ଦିଗରେ ପାକାଇକରି ପରିକା କର୍ସି, ଦସ୍ଦିନ୍ ଜାକ ତମେ କସ୍ଟେ ରଇସା । ମାତର୍ ମର୍ବାକେ ପଡ୍ଲେ ମିସା ମକେ ବିସ୍ବାସ୍ କରି ରୁଆ । ଆରି ଇନାମ୍ ଇସାବେ ତମ୍କେ ନ ସାର୍ବା ଜିବନ୍ ଦେବି ।
ଦୁକ୍ କସ୍ଟ ଆଇଲାବେଲେ ମୁର୍ଚିକରି ରୁଆ ବଲି ମୁଇ ତିଆର୍ଲାଟା ତମେ ମାନ୍ଲାସ୍ । ସେଟାର୍ପାଇ ଜଗତର୍ ସବୁ ଲକ୍କେ ପରିକା କର୍ବାକେ ଦୁକ୍ କସ୍ଟ ଆଇବା ବେଲାଇଅନି ମୁଇ ମିସା ତମ୍କେ କାଇଟା ନ ଆଇବାକେ ରକିଆ କରି ସଙ୍ଗଇବି ।