40 ଏ ବକୁଆମନ୍ ! ଜେ ଗାଗଡର୍ ବାଇରର୍ଟା ତିଆର୍ କଲା ଆଚେ, ସେ କାଇ ବିତ୍ରର୍ଟା ମିସା ତିଆର୍ କରେନାଇ କି ?
ଏଇ ବୁଦି ନ ରଇବା କାଣାମନ୍ ! ସୁନା ବଡ୍, କି ସୁନାକେ ସୁକଲ୍ କର୍ତେ ରଇବା ମନ୍ଦିର୍ ବଡ୍ ?
ଏଇ କାଣା ପାରୁସିମନ୍ ! ମୁତାର୍ ବିତ୍ରେ ରଇବାଟା ଆଗ୍ତୁ ପରିଚଲ୍ କରା, ସେନ୍ତାର୍ କଲେ ଉପ୍ରର୍ଟା ମିସା ପରିଚଲ୍ ଅଇଜାଇସି ।
ମାତର୍ ପର୍ମେସର୍ ତାକେ କଇଲା, “ଏରେ ବକୁଆ ଜଦି ଆଜି ରାତି ପର୍ମେସର୍ ତର୍ ଜିବନ୍ ମାଙ୍ଗ୍ସି ବଇଲେ, ତୁଇ ତର୍ପାଇ ଜେତ୍କି ସଙ୍ଗଇଆଚୁସ୍, ସେ ସବୁ କାର୍ଟା ଅଇସି ?
ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ ?
ତମେ ଜାନାସ୍ । ଜେଡେବେଲେ ଗଟେକ୍ ମୁଞ୍ଜି ରପା ଅଇସି, ମୁଞ୍ଜିର୍ ଉପ୍ରର୍ ଚପା କୁଇଜାଇସି, ମାତର୍ ବିତ୍ରର୍ଟା ଆଁକର୍ସି ।
ଆମ୍କେ ଜନମ୍ ଦେଲା ବାବାମନ୍ ଡଣ୍ଡ୍ ଦେଇରଇଲାଇ ଆରି ସେଟାର୍ପାଇ ଆମେ ସେମନ୍କେ ମାନିଅ କର୍ତେରଇଲୁ । ସେନ୍ତାର୍ଆଲେ ସର୍ଗେ ରଇବା ଆମର୍ ବାବାକେ ଆମେ କେତେକ୍ ଅଦିକ୍ ନିଜ୍କେ ସର୍ପିଅଇ ବଁଚ୍ବୁ ?