54 ତାର୍ଟାନେଅନି ବୁଲ୍ ଦାର୍ବାକେ କାଇ କାଇ ପର୍ସନ୍ ପାଚାର୍ବାର୍ ଦାର୍ଲାଇ ।
କେତେଟା ପାରୁସିମନ୍ ଜାଇକରି ଜିସୁକେ ପର୍ସନ୍ ପାଚାରି ପାନ୍ଦେ ପାକାଉଁ ବଲି ବାବ୍ଲାଇ ।
ମାତର୍ ଜିସୁ ସେମନର୍ କୁଟ୍କାତା ଜାନି କରି କଇଲା, “ଏ କୁଟିଆଲ୍ମନ୍, କାଇକେ ମକେ ପାନ୍ଦେ ପାକାଇବାକେ ଚେସ୍ଟା କଲାସ୍ନି ?
ଆରି ସେମନର୍ ବିତ୍ରେଅନି ଗଟେକ୍ ନିୟମ୍ ସିକାଇବା ଦରମ୍ ଗୁରୁ ଜିସୁକେ ପାନ୍ଦେ ପାକାଇବାକେ ଗଟେକ୍ ପର୍ସନ୍ ପାଚାର୍ଲା ।
ତାର୍ପଚେ ଜିସୁକେ ତାର୍ କାତାଇ ବୁଲ୍ ଦାର୍ବାକେ ଜିଉଦି ନେତାମନ୍ କେତେଟା ପାରୁସି ଦଲର୍ ଲକ୍ମନ୍କେ ଆରି ଏରଦ୍ ରାଜାର୍ କେତେଟା ଲକ୍ମନ୍କେ ତାର୍ ଲଗେ ପାଟାଇଲାଇ ।
ଜିସୁ କେଜାନେ ବିସ୍ରାମ୍ ବାରେ ନିମାନ୍ କର୍ସି ବଲି, ସେମନ୍ ଆଁକି ନ ମରାଇତେ ଦେକ୍ତେରଇଲାଇ, କାଇକେବଇଲେ ଜେନ୍ତିକି ତାର୍ ବିରୁଦେ ଦସ୍ ଦାରିପାର୍ବାଇ ।
ଆରି ଜିସୁ ତେଇଅନି ବାରଇଗାଲାପଚେ, ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ଡାଟ୍ସଙ୍ଗ୍ ଜିସୁକେ ବିରଦ୍ କର୍ବାକେ ଆରାମ୍ କଲାଇ ।
ସେଟାର୍ପାଇ ସେମନ୍ ତାର୍ ବୁଲ୍ ଦାର୍ବାକେ ଗଟେକ୍ ସୁଜଗ୍ କଜ୍ତେ ରଇଲାଇ । ସେମନ୍ କେତେଟା ଚର୍ମନ୍କେ ଲାଁଚ୍ଦେଇ ଦରମ୍ ଲକ୍ପାରା ଦେକାଇ ଅଇବାକେ ପାଟାଇଲାଇ । କାଇକେ ବଇଲେ ଜିସୁର୍ ଟଣ୍ଡେଅନି ବୁଲ୍କାତା ବାର୍କରାଇ, ଦସ୍ ଦାରି, ରମିୟ ସାସନ୍କାରିଆକେ ସର୍ପି ଦେବାକେ ମନ୍କର୍ତେ ରଇଲାଇ ।
ଏ କାତା ସୁନି ସବୁଲକର୍ ମୁଆଟେ ସେମନ୍ ଜିସୁର୍ ବୁଲ୍ ଦାର୍ବାର୍ ନାପାର୍ଲାଇ । ଆରି ଜିସୁର୍ କାତା ସୁନି ସେମନ୍ କାବାଅଇଜାଇ, ଚୁପ୍ଅଇ ରଇଲାଇ ।
ମାତର୍ ତମେ ତାକର୍ କାତା ସୁନା ନାଇ । କାଇକେ ବଇଲେ ଚାଲିସ୍ତେଇଅନି ଅଦିକ୍ ଲକ୍ ଲୁଚିକରି ପାଉଲ୍କେ ମରାଇବାକେ ଜାଗିଆଚତ୍ । ‘ତାକେ ନ ମରାଇବା ଜାକ ଅରନ୍ପାନି ନ କାଉଁ’ ବଲି ସପତ୍ କଲାଇ ଆଚତ୍ । ଏବେ ସେମନ୍ ତମର୍ ଆଦେସ୍ ଦେବାଟାକେ ଜାଗିକରି ଆଚତ୍ ।”