8 ମୁଇ ତମ୍କେ କଇଲିନି, ତମର୍ ମଇତର୍ ଅଇରଇଲେ ମିସା ସେ ଉଟିକରି ରୁଟି ନ ଦେଏ, ମାତର୍ ତମେ ଲାଜ୍ ନ ଅଇ ମାଙ୍ଗିଲାଗିରଇଲେ, ସେ ଉଟିକରି ତକେ ଜେତ୍କି ଲଡା, ସେତ୍କି ଦେଇସି ।”
ଆରି ବିତ୍ରେଅନି ସେ କଇସି, ମକେ କସ୍ଟ ଦିଆନାଇ, କାପାଟ୍ ଡାବ୍ଲୁବେ, ଆରି ମର୍ସଙ୍ଗ୍ ମର୍ ପିଲାମନ୍ ସଇଆଚତ୍ । ତମ୍କେ ଉଟିକରି ଦେଇନାପାରି ।
ଏ ମର୍ ଆଲାଦର୍ ବାଇବଇନିମନ୍ ! ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆରି ସୁକଲ୍ଆତ୍ମା ଦେଲା ଆଲାଦର୍ ପାଇ ମୁଇ ତମ୍କେ ଗୁଆରି କଲିନି, ମର୍ ପାଇ ମନ୍ଦେଇ ପାର୍ତନା କର୍ତେରୁଆ ।
ଏ ରଗ୍ ମର୍ଟାନେଅନି ଦାରିଜାଅ ବଲି ମୁଇ ତିନ୍ତର୍ ମାପ୍ରୁକେ ଗୁଆରି କଲି ।
କାଇକେବଇଲେ ତମର୍ପାଇ, ଲାଉଦିକିଆର୍ ଲକ୍ମନ୍କେ ଆରି ଏବେ ଜେତ୍କି ଲକ୍ ମକେ ନ ଦେକିରଇଲାଇ, ସେ ସବୁଲକର୍ ପାଇ, ମୁଇ କେତେକ୍ କସ୍ଟ କଲିନି, ସେଟା ତମେ ଜାନା ବଲିକରି ମନ୍କଲିନି ।
ଏପାପ୍ରା ତାର୍ ଜୁଆର୍ ଜାନାଇଲାନି । ସେ ମିସା ତମର୍ ନଅରର୍ ଲକ୍ । ସେ ମିସା ଗଟେକ୍ ଜିସୁକିରିସ୍ଟର୍ ଗତିଦାଙ୍ଗ୍ଡା । ସେ ତମର୍ପାଇ ସବୁବେଲେ ମନ୍ଦିଆନ୍ ଦେଇ ପାର୍ତନା କରିଲାଗିରଇସି । ଜେନ୍ତିକି ତମେ ଡାଟ୍ ଅଇ ସିଦ୍ ଅଇସା ଆରି ପର୍ମେସର୍ ତମ୍କେ କରା ବଲି ମନ୍କଲାଟା ଜାନିରଇସା ।