ଲୁକ୍ 12:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଆରି ମର୍ ଜିବନ୍କେ କଇବି, ର ଜିବନ୍, ତର୍ପାଇବଲି ବେସି ବରସର୍ କାଦିକଣ୍ଡା ସଙ୍ଗଇ ଅଇଲାଆଚେ, ପୁଣ୍ଡ୍, କାଆ ଆରି ଆରାମ୍ସଙ୍ଗ୍ ର ।” အခန်းကိုကြည့်ပါ။ |
ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା ? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।