ଲୁକ୍ 12:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ମାତର୍ ପର୍ମେସର୍ ତାକେ କଇଲା, “ଏରେ ବକୁଆ ଜଦି ଆଜି ରାତି ପର୍ମେସର୍ ତର୍ ଜିବନ୍ ମାଙ୍ଗ୍ସି ବଇଲେ, ତୁଇ ତର୍ପାଇ ଜେତ୍କି ସଙ୍ଗଇଆଚୁସ୍, ସେ ସବୁ କାର୍ଟା ଅଇସି ? အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।