23 କାଇକେବଇଲେ କାଦିଟାନେଅନି ଜିବନ୍ ଆରି ବସ୍ତର୍ଟାନେଅନି ଗାଗଡ୍ ଆକା ମୁକିଅ ।
ଜିସୁ ନିଜର୍ ସିସ୍ମନ୍କେ କଇଲା, “ଏଟାର୍ପାଇ ମୁଇ ତମ୍କେ କଇଲିନି, କାଇଟା କାଇକରି ଜିବନ୍ ବଁଚାଉ ଆରି ଗାଗଡର୍ପାଇ କାଇଟା ପିନ୍ଦ୍ବୁ ବଲି ଚିନ୍ତା କରାନାଇ ।
ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ ।
ସବୁ ଲକ୍ ପେଟ୍ ପୁର୍ତେ କାଇ ସାର୍ଲା ପଚେ ଜାଜ୍ ଉସାସ୍ ଅ ବଲି ଜାଜେ ରଇଲା ସବୁ କାଦିକଣ୍ଡା ସମ୍ଦୁରେ ପିଙ୍ଗି ଦେଲାଇ ।