26 ତେବର୍ପାଇ ତମେମନ୍ ଗଟେକ୍ ସାନ୍ ବିସଇ ମିସା କରିନାପାର୍ଲାସ୍ନି ବଇଲେ ବଡ୍ ବଡ୍ ବିସଇ କାଇକେ ଚିନ୍ତା କଲାସ୍ନି ?
ଏଟାର୍ପାଇ ମୁଇ ତମ୍କେ କଇଲିନି, ବଁଚ୍ବାକେ କାଇଟା କାଇବୁବେ ? ଆରି ଗାଗଡର୍ ପାଇ କାଇଟା ପିନ୍ଦ୍ବୁ ? ବଲି ବାବି ଚିନ୍ତା କରାନାଇ । କାଦିର୍ତେଇଅନି ଜିବନ୍, ଆରି ବସ୍ତର୍ ତେଇଅନି ଗାଗଡ୍ ମୁକିଅ ଆଚେ ।
ତମର୍ ବିତ୍ରେ ଏନ୍ତାରିଲକ୍ ନ ରଅତ୍, ଜେ କି ଚିନ୍ତାକରି ତାର୍ କଣ୍ଡେକ୍ ମିସା ଆଇସ୍ ବଡାଇ ପାର୍ସି ।
ପୁଲ୍ମନର୍ ବିସଇ ବାବିଦେକା, ସେମନ୍ କେନ୍ତି ପୁଟ୍ଲାଇନି, ସୁତା ନ କାଟତ୍ କି ଲୁଗା ନ ବୁନତ୍ । ଏଲେମିସା ମୁଇ ତମ୍କେ କଇଲିନି, ସବୁର୍ଟାନେଅନି ମଆନ୍ ଆରି ଦନି ରାଜା ସଲ୍ମନ୍ ମିସା ସେ ପୁଲ୍ମନର୍ ବିତ୍ରେଅନି ଗଟେକ୍ ପୁଲର୍ ଏତ୍କି ସଜାଇ ନ ଅଇରଇଲା ।
“ଆରି କାଇଟା କାଇବୁ ? ବଲି ଚିନ୍ତାକରି ଲାଗିରୁଆନାଇ,
ତମର୍ ସବୁଜାକ ଚିନ୍ତା କର୍ବାଟା ପର୍ମେସର୍କେ ସର୍ପି ଦିଆସ୍, କାଇକେବଇଲେ, ସେ ତମ୍କେ ଜତନ୍ କଲାନି ।