36 ମାପ୍ରୁ ବିବା ବଜିଟାନେଅନି ବାଉଡିଆସି କାପାଟେ ବାଜାଉ ବାଜାଉ ଜନ୍ଲକ୍ମନ୍ ଦାପ୍ରେ କାପାଟ୍ ଉଗାଡ୍ବାକେ ଜାଗିରଇବାଇ, ତମେ ସେମନର୍ପାରା ଅଇରୁଆ ।
“ତମର୍ ଆଟର୍ ତୁଆଲ୍ ବାନ୍ଦିଅଇ ସେବା କର୍ବାକେ ଜାଗିରୁଆ, ଆରି ବତି ଲାଗ୍ତେରଅ ।
ମାପ୍ରୁ ଆସି ଜନ୍ ଦାଙ୍ଗ୍ଡାମନ୍କେ ଜାଗ୍ରତ୍ ରଇବାଟା ଦେକ୍ସି, ସେମନ୍ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ନିଜର୍ ଆଁଟାଇ ତୁଆଲ୍ ବାନ୍ଦିକରି, ସେମନ୍କେ କାଇବାକେ ବସାଇ, ତାକର୍ଲଗେ ଜାଇ ସେବାକର୍ସି ।
ଆସା ଆମେ ସାର୍ଦା ସଙ୍ଗ୍ ଗିତ୍ନାଟ୍ କରୁ ଆରି ତାର୍ କାବାଅଇଜିବା କାମର୍ପାଇ ତାକେ ଡାକ୍ପୁଟା କରୁ, କାଇକେବଇଲେ ମେଣ୍ଡାପିଲାର୍ ବିବା ଅଇବା ବେଲା ଲଗେ କେଟ୍ଲାବେ । ଆରି ତାର୍ କନିଆଦାଙ୍ଗ୍ଡିକେ ବିବା ଅଇବାକେ ନିଜେ ତିଆର୍ କଲାଆଚେ ।
ଦେକା, ମୁଇ କାପାଟେ ଟିଆଅଇ ମାର୍ଲିନି । ଜେ ଜଦି ମର୍ ମାର୍ବା ସବଦ୍ ସୁନି କାପାଟ୍ ଉଗାଡ୍ଲେ ମୁଇ ବିତ୍ରେ ପୁର୍ବି ଆରି ସେମନର୍ ସଙ୍ଗ୍ କାଇବି ।