38 ଆରି ସେ ଜଦି ମଜାରାତି କି କୁକ୍ଡାଡାକେ ମିସା ଆସି ସେମନ୍କେ, ସେନ୍ତାରି ରଇବାଟା ଦେକ୍ସି, ସେନ୍ତାର୍ଆଲେ ସେ ଦାଙ୍ଗ୍ଡାମନ୍ କେଡେ ନିକ କରମର୍ ଲକ୍ ।
କେଡେବଲ୍ ଚର୍ ପୁର୍ସି ବଲି ଜାନିରଇଲେ, ଗର୍ ସାଉକାର୍ ଜାଗ୍ରତ୍ ରଇ ଚର୍କେ ଗରେ ପୁର୍ବାକେ ନ ଦେଏ ।
ମଜା ରାତିବେଲାଇ ଆଉଲି ସୁନି ଅଇଲା, “ଏଦେ ଦେକା ! ବର୍ ଦାଙ୍ଗ୍ଡା ଆଇଲାବେ ! ଆସା ସେମନ୍କେ ଡାକିଆନୁ !”
ମାତର୍ ଏଟା ଜାନିରୁଆ, କେଡେବେଲେ ଚର୍ ଆଇସି, ଏଟା ଗରର୍ ସାଉକାର୍ ଜେବେ ଜାନ୍ସି, ସେନ୍ତାର୍ଆଲେ ସେ ନିଜର୍ ଗରର୍ ପେଡି ବାଙ୍ଗାଇବାକେ ନ ଦେଏ ।