40 ତମେ ମିସା ଜାଗ୍ରତ୍ଅଇ ରୁଆ, କାଇକେବଇଲେ, କେବେ ତମେ ବାବି ନ ରୁଆସ୍, ସେ ବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆଇବି ।”
ସେନ୍ତି ବଇଲେ ତମେ ଜାଗ୍ରତ୍ ଅଇ ରୁଆ, କାଇକେ ବଇଲେ ତମର୍ ମାପ୍ରୁ କେଡେବେଲା ଆଇସି, ତମେ ନାଜାନାସ୍ ।
ତମେ ମିସା ସବୁବେଲେ ଜାଗ୍ରତ୍ ରଇକରି ତିଆର୍ ଅଇ ରୁଆ । କାଇକେ ବଇଲେ ତମେ ଜାଗି ନ ରଇଲା ବେଲେସେ ନର୍ପିଲା ମୁଇ ଉଟିଆଇବି ।
କାତା କଇବାଟା ସାରାଇ, କରି ଜିସୁ କଇଲା, “ଜାଗ୍ରତ୍ ଅଇ ରୁଆ । ସେ ଦିନ୍ କି ବେଲା କେ ମିସା ନାଜାନାସ୍ ।”
ଏବେ ତମେ ଏଟା କର୍ବାର୍ ଆଚେ । କାଇକେବଇଲେ ବେଲା କେଟ୍ଲାଆଚେ । ଆମେ ସଇରଇବା ଲକର୍ପାରା ନ ଅଇକରି ଚେତା ଅଇ ଜାଗ୍ରତ୍ ଅଇରଇବାର୍ ଆଚେ । ବିସ୍ବାସ୍ କର୍ବା ବେଲା ଆଗ୍ତୁ ରଇଲେ ମିସା ଆମର୍ ମୁକ୍ତି ପାଇବା ଦିନ୍ ଲଗେ ଅଇଆଚେ ।
ମାପ୍ରୁ ଜିସୁକିରିସ୍ଟର୍ ଆତ୍ଆତିଆର୍ ଦାରି ରଉଁ । ଆରି ଆମର୍ ପାପର୍ ଗୁନ୍ଚଲନ୍ ନ ମାନିକରି ଆମେ ମନ୍ କର୍ବାଟା ପୁରାପୁରୁନ୍ ନ କରୁ ।
ତେବେ ଆସା, ଆମେ ବିନ୍ ଲକ୍ମନର୍ ପାରା ଗୁନି ଗୁନି କରି ନ ରଉଁ । ଚେତା ଅଇକରି ଜାଗ୍ରତ୍ସଙ୍ଗ୍ ରଉଁ ।
ଆସା ଆମେ ସାର୍ଦା ସଙ୍ଗ୍ ଗିତ୍ନାଟ୍ କରୁ ଆରି ତାର୍ କାବାଅଇଜିବା କାମର୍ପାଇ ତାକେ ଡାକ୍ପୁଟା କରୁ, କାଇକେବଇଲେ ମେଣ୍ଡାପିଲାର୍ ବିବା ଅଇବା ବେଲା ଲଗେ କେଟ୍ଲାବେ । ଆରି ତାର୍ କନିଆଦାଙ୍ଗ୍ଡିକେ ବିବା ଅଇବାକେ ନିଜେ ତିଆର୍ କଲାଆଚେ ।