41 ସେଟାସୁନି ପିତର୍ କଇଲା, “ଏ ମାପ୍ରୁ ତମେ ଆମ୍କେସେ କି ସବୁଲକ୍କେ ଏନ୍ତାରି କାତା ଦେକାଇ କଇଲାସ୍ନି ?”
ମୁଇ ତମ୍କେ କାଇଟା କଇଲିନି, ସେ ବିସଇସେ ସବୁ ଲକ୍କେ କଇଲିନି । ମୁଇ ଆଇବା ଦିନ୍ପାଇ ତିଆର୍ ଅଇକରି ସବୁବେଲା ଜାଗ୍ରତ୍ ଅଇକରି ରୁଆ ।”
ତାର୍ପଚେ ଜିସୁ ତାର୍ ସିସ୍ମନର୍ ଲଗେ ବାଉଡି ଆଇଲାଜେ, ସେମନ୍ ସଇରଇବାଟା ଦେକ୍ଲା । ସେ ପିତର୍କେ କଇଲା, “ ସିମନ୍ ପିତର୍, ତମେ ସଇଦେଲାସ୍ନି କି ? ଗଟେକ୍ ଗଁଟା ମିସା ଚେତା ରଇ ଜାଗି ନାପାର୍ଲାସ୍ନି ?
“ଆରି ଜନ୍ ଦାଙ୍ଗ୍ଡା ନିଜର୍ ସାଉକାରର୍ ମନ୍ ଜାନିକରି ଜାଗରତ୍ ନ ଅଇରଏ, କି ସାଉକାରର୍ ମନ୍କଲା ଇସାବେ ପାଇଟି ନ କରେ, ତାକେ କର୍ଡା ସଙ୍ଗ୍ ଅପର୍ବଲ୍ ମାଡ୍ ଅଇସି ।
ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।”
ମାତର୍ ସବୁ ବିସଇ ସାର୍ବା ବେଲା ଲଗେ କେଟ୍ଲାବେ । ତେବର୍ପାଇ ନିଜେ ଜାଗରତ୍ ରୁଆ ଏନ୍ତାରି କଲେ ତମେ ନିକସଙ୍ଗ୍ ପାର୍ତନା କରିପାରାସ୍ ।
ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି ।