43 ସାଉକାର୍ ଆସି, ତାର୍ ନିଜର୍ ଦାଙ୍ଗ୍ଡା ଏନ୍ତାର୍ କର୍ବାଟା ଦେକ୍ସି ବଇଲେ ସେ କେଡେ ନିକ କରମର୍ ଲକ୍ ।
ସାଉକାର୍ ବାଉଡି ଆଇଲା ବେଲେ ସେ ଦାଙ୍ଗ୍ଡା ଜଦି ଟିକ୍ ସଙ୍ଗ୍ କାମ୍ କରିରଇସି ବଇଲେ, ତାର୍ କେଡେକ୍ ନିକ କରମ୍ !
ମାପ୍ରୁ ଆସି ଜନ୍ ଦାଙ୍ଗ୍ଡାମନ୍କେ ଜାଗ୍ରତ୍ ରଇବାଟା ଦେକ୍ସି, ସେମନ୍ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ନିଜର୍ ଆଁଟାଇ ତୁଆଲ୍ ବାନ୍ଦିକରି, ସେମନ୍କେ କାଇବାକେ ବସାଇ, ତାକର୍ଲଗେ ଜାଇ ସେବାକର୍ସି ।
ଜିସୁ କଇଲା, “ବିସ୍ବାସେ ରଇବା ଲକ୍ ଆରି ବୁଦିମାନ୍ ଲକ୍ କେ ଆଚତ୍ ? ତାକେ ସେ ସାଉକାର୍ ଗର୍ ଚାଲାଇବା ଦାଇତ୍ ଦେଇସି । ସେ ସମାନ୍ ବେଲାଇ ବିନ୍ ଦାଙ୍ଗ୍ଡାମନ୍କେ କାଦି ଜାଗାଇ ଦେଇସି ।
ମୁଇ ତମ୍କେ ସତ୍ କଇଲିନି, ସେ ତାକେ ନିଜର୍ ସବୁର୍ ଉପ୍ରେ ଅଦିକାର୍ ଦେଇସି ।
ସେଟାର୍ ପାଇ ଏ ଆଲାଦର୍ ବାଇମନ୍, ତମେ ସେ ଦିନ୍କେ ଜାଗ୍ତେରୁଆ । ପର୍ମେସର୍ ଦେକ୍ବା ଇସାବେ, କାଇ ଦସ୍ ନ ଅଇତେ, ସୁକଲ୍ ଲକ୍ମନର୍ ପାରା, ତାର୍ ସଙ୍ଗ୍ ସାନ୍ତିଅଇ ରଇବାକେ ଜାଗ୍ରତ୍ ଉଆ ।