49 ଜିସୁ କଇଲା, “ମୁଇ ଏ ଦୁନିଆଇ ଜଇ ଲାଗାଇବାର୍ ଆଇଲିଆଚି । ସେଟା ଜଦି ଲାଗ୍ବାକେ ଆରାମ୍ ଅଇଲାନି, ସେନ୍ତାର୍ଆଲେ ମୁଇ ମନ୍କଲାଟା ପୁରାପୁରୁନ୍ ଅଇଗାଲାବେ ।
ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।”
ମାତର୍ ମକେ ଆରି ଗଟେକ୍ ଡୁବନେ ଡୁବନ୍ ନେବାକେ ପଡ୍ସି, ଆରି ସେଟା ନ ସାର୍ବାଜାକ, ମର୍ ମନ୍ବିତ୍ରେ କେନ୍ତି କସ୍ଟ ଲାଗ୍ଲାନି ।
ବେଲ୍ ରଇତେସେ ମକେ ପାଟାଇରଇବା ପର୍ମେସରର୍ କାମ୍ ଆମେ କର୍ବାର୍ ଆଚେ । ଏନ୍ତି ଆନ୍ଦାର୍ ଆଇଲାନି ସେ ବେଲାଇ କେ ମିସା କାଇ କାମ୍ କରି ନାପାରତ୍ ।