55 ଆରି ଦକିଣ୍ଦିଗ୍ ବାଟେଅନି ପବନ୍ ମାର୍ବାଟା ଜାନ୍ଲେ କାରା ଅଇସି ବଲି କଇସା । ଆରି ସେଟା ସେନ୍ତାରି ଅଇସି ।
“ସଞ୍ଜୁଆ ପାଁଚ୍ଟା ବେଲେ କାମ୍ ଆରାମ୍ କଲା କୁଲିଆର୍ମନ୍ ଏକାଇ ଗଟେକ୍ ଗଁଟାସେ କାମ୍ କଲାଇ ଆଚତ୍ । ଆମେ ଟାଇ ଟାଇ କାରାଇ, ଦିନ୍ଜାକ କଟ୍ଲୁ, ଏଲେ ମିସା ବୁତି ଦେବା ବେଲେ ଆମ୍କେ ମିସା ସେମନର୍ ସଙ୍ଗ୍ ସମାନ୍ କରିଦେଲାସ୍ ।”
ମାତର୍ ତମେ ଅବାବେ ରଇଲା ଲକ୍କେ ସାଇଜ କଲାବେଲେ, ଏନ୍ତାରି କରା, ଜେନ୍ତିକି ତମର୍ ଲଗର୍ ମଇତର୍ ମିସା ଏ କାତା ନାଜାନ ।