56 ଏ କୁଟିଆଲ୍ମନ୍, ତମେ ଜଗତର୍ ଆରି ସରଗର୍ କାତା ଜାନି ପାଗ୍ କେନ୍ତି ଅଇସି ବଲି ଆଗ୍ତୁ କଇଲାସ୍ନି, ମାତର୍ ଏବେ କାଇଟା ଗଟ୍ସି, ସେଟା କାଇକେ ନାଜାନ୍ଲାସ୍ନି ?”
ଜିସୁ ସେବେଲାଇ ପାର୍ତନା କରି କଇଲା, “ଏ ବାବା, ତମେ ସରଗ୍ ଆରି ମଚ୍ପୁରର୍ ମାପ୍ରୁ । ଏ ସବୁ ବିସଇ ସିକ୍ଲା ଲକ୍ ଆରି ଗିଆନି ରଇବା ଲକର୍ତେଇଅନି ଲୁଚାଇ ସଙ୍ଗଇ, ନସିକ୍ଲା ଲକ୍ମନର୍ ତେଇ ଜାନାଇ ଆଚୁସ୍ ବଲି ମୁଇ ତମ୍କେ ଦନିଅବାଦ୍ ଦେଲିନି ।
ଆରି ସାକାଲ୍ ବେଲାଇ ରଙ୍ଗ୍ ଆରି ଆନ୍ଦାର୍ ଡିସ୍ଲେ ପାନି ମାର୍ସି ବଲି ଜାନାସ୍ । ବାଦଲ୍ ଦେକି ପାଗର୍ କାତା ଆଗ୍ତୁ ଜାନ୍ସା । ମାତର୍ ଆଜିକାଲିର୍ ଡିସ୍ବା ଚିନ୍ ତମେ ବୁଜିନାପାରାସ୍ ।
ତେବେ ଗଟେକ୍ ଗରିବ୍ ଲକ୍କେ ଦାନ୍ ଦେବା ବେଲେ କୁଟିଆଲ୍ମନର୍ ପାରା ଦେକାଇ ନ ଉଆ । ସେମନ୍ ଲକ୍ମନର୍ତେଇ ଅନି ଡାକ୍ପୁଟା ପାଇବାକେ ପାର୍ତନା ଗରେ ଆରି ସାଇ ମଜାଇ ଦାନ୍ଦରମ୍ ଦେକାଇବାଇ । ମୁଇ ସତ୍ କଇଲିନି ଜେ, ସେମନ୍ ଇତିଅନି ସେମନର୍ ବୁତି ପୁରାପୁରୁନ୍ ପାଇସାରି ଆଚତ୍ ।
ସାରାସାରି ଜେଡେବଲ୍ ସମାନ୍ ବେଲା କେଟ୍ଲା, ପରମେସର୍ ତାର୍ ନିଜର୍ ପଅକେ ପାଟାଇଲା । ଗଟେକ୍ ମାମୁଲି ଟକିର୍ ଗର୍ବେଅନି ଜାତ୍ ଅଇକରି ସେ ଜିଉଦି ନିଅମ୍ ମାନିକରି ଜିଇଲାଇ କାଇଲାଇ ।