6 “ପାଁଚ୍ଟା ଚେଟିଆ ଚଡଇ କାଇ ଅଲପ୍ ଡାବୁକେ ବିକା ନଅଏ କି ? ଏଲେ ମିସା ସେମନର୍ ବିତ୍ରେଅନି ଗଟେକ୍କେ ମିସା ପର୍ମେସର୍ ନ ପାସ୍ରେ ।
ଡାବୁଦେଇ ଦୁଇଟା ଚେଟିଆ ଚଡଇ ଗେନିପାରାସ୍, ମାତର୍ ତମର୍ ବାବା ପର୍ମେସର୍ ନାଜାନ୍ତେ ସେ ଚଡଇମନର୍ତେଇଅନି ଗଟେକ୍ ମିସା ନ ମରତ୍ ।
ସାରାସାରି ଗଟେକ୍ ଗରିବ୍ ରାଣ୍ଡି ମାଇଜି ଦାନ୍ ଦେବା ପେଡିଲଗେ ଆସିକରି ଦୁଇଟା ସାନ୍ ତାମା କାସୁ ପୁରାଇଦେଲା । ସେ ଦୁଇଟା ଡାବୁର୍ ଦାମ୍ ଗଟେକ୍ ଟାଙ୍ଗାଇ ଅନି ମିସା ଉନା ।
ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ ।
ପୁଲ୍ମନର୍ ବିସଇ ବାବିଦେକା, ସେମନ୍ କେନ୍ତି ପୁଟ୍ଲାଇନି, ସୁତା ନ କାଟତ୍ କି ଲୁଗା ନ ବୁନତ୍ । ଏଲେମିସା ମୁଇ ତମ୍କେ କଇଲିନି, ସବୁର୍ଟାନେଅନି ମଆନ୍ ଆରି ଦନି ରାଜା ସଲ୍ମନ୍ ମିସା ସେ ପୁଲ୍ମନର୍ ବିତ୍ରେଅନି ଗଟେକ୍ ପୁଲର୍ ଏତ୍କି ସଜାଇ ନ ଅଇରଇଲା ।