7 ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।”
ମେଣ୍ଡାର୍ତେଇ ଅନି ଗଟେକ୍ ଲକର୍ ମୁଲିଅ କେତେକ୍ ଅଦିକ୍ । ସେଟାର୍ ପାଇ ଆମେ ବିସ୍ରାମ୍ବାରେ ବିନ୍ ଲକ୍କେ ସାଇଜ କର୍ବାଟା ସାସ୍ତରେ ରଇବା ରିତିନିତିର୍ ବିରଦ୍ ଅଇବା କାମ୍ ନଏଁ ।”
ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି ?
ମାତର୍ ତମର୍ ମୁଣ୍ଡର୍ ଚେଣ୍ଡି ମିସା ଗଟେକ୍ ନ ନସେ ।
ତେବେ ମୁଇ ତମ୍କେ କାଇଟା ଆଲେ କାଆ ବଲି ବୁଜାଇଲିନି, କାଇକେ ବଇଲେ, ବଁଚି ରଇବାର୍ ଆଲେ କାଇବାର୍ ଆଚେଆକା । ଡରା ନାଇ ! ତମ୍କେ କାଇଟା ନ ଅଏ ।