8 “ଆରି ମୁଇ ତମ୍କେ କଇଲିନି, ଜେ ଜଦି ମକେ ଲକ୍ମନର୍ ମୁଆଟେ ନାମ୍ସି ଆରି ବିସ୍ବାସ୍ କର୍ସି, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ପର୍ମେସରର୍ ଦୁତ୍ମନର୍ ମୁଆଟେ ତାକେ ନାମ୍ବି ।
ମାତର୍ ଜିସୁ ତାକେ କଇଲା, “କଲିଆ ରଇବାକେ ପାଆର୍ ଆଚେ, ଆରି ଉଡିବୁଲ୍ବା ଚଡଇମନ୍ ରଇବାକେ ଗୁଡା ଆଚେ, ମାତର୍ ନର୍ପିଲା ମୁଇ, ମକେ ରଇବାକେ ଜାଗା ନାଇ ।”
ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
ଜଦି ଆମେ ମୁର୍ଚିକରି ରଇବୁ ତେବେ ତାର୍ ସଙ୍ଗ୍ ସାସନ୍ ମିସା କର୍ବୁ । ଆମେ ଜଦି ତାକେ ନ ନାମୁ, ସେ ଆମ୍କେ ମିସା ନ ନାମେ ।
ଜେ ଜଦି ପର୍ମେସରର୍ ପଅକେ ନାମେ ନାଇ, ସେ ବାବା ପର୍ମେସର୍କେ ମିସା ନାମେ ନାଇ, ଜେ ପର୍ମେସରର୍ ପଅକେ ନାମ୍ସି, ସେ ବାବା ପର୍ମେସର୍କେ ମିସା ନାମ୍ସି ।
ତମେ ଜେତ୍କି ଦୁକ୍ କସ୍ଟ ମୁର୍ଚିକରି ରଇବାକେ ଗାଲାସ୍ନି, ସେ ବିସଇ ଚିନ୍ତା କରି ଡରାନାଇ । ସୁନା ତମ୍କେ ସଇତାନ୍ ବନ୍ଦିଗରେ ପାକାଇକରି ପରିକା କର୍ସି, ଦସ୍ଦିନ୍ ଜାକ ତମେ କସ୍ଟେ ରଇସା । ମାତର୍ ମର୍ବାକେ ପଡ୍ଲେ ମିସା ମକେ ବିସ୍ବାସ୍ କରି ରୁଆ । ଆରି ଇନାମ୍ ଇସାବେ ତମ୍କେ ନ ସାର୍ବା ଜିବନ୍ ଦେବି ।
ତମେ ଜନ୍ ନଅରେ ରଇଲାସ୍ନି, ସେଟା ସଇତାନର୍ ସାସନର୍ ଜାଗା ବଲି ମୁଇ ଜାନି । ମାତର୍ ସେନ୍ତାର୍ ଅଇଲେମିସା, ତମେ ମକେ ବିସ୍ବାସ୍ କଲାସ୍ନି । ବିସ୍ବାସେ ମର୍କାମ୍ କର୍ବା ଦାଙ୍ଗ୍ଡା ଆନ୍ତିପା ମର୍ ବିସଇ ସାକି ଦେଲାକେ ମରାଇରଇଲାଇ । ତମେ ରଇବା ସଇତାନର୍ ନଅରେ ତାକେ ମରାଇରଇଲେ ମିସା ତମେ ବିସ୍ବାସ୍ ଚାଡାସ୍ନାଇ ।