12 ଜିସୁ ତାକେ ଦେକି ଲଗେ ଡାକି କଇଲା, “ଏ ନିନି ତକେ ମୁଇ, ଏ କୁବ୍ଡି ରଗେଅନି ନିକ କଲିନି ।”
ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା ।
ସଞ୍ଜ୍ ଅଇଲାକେ ଲକ୍ମନ୍, କେତେକ୍ କେତେକ୍ ଡୁମା ଦାରିରଇଲା ଲକ୍ମନ୍କେ ଜିସୁର୍ ଲଗେ ଆନ୍ଲାଇ । ତାର୍ ପଦେକ୍ କାତା କଇଲା ଦାପ୍ରେସେ ଡୁମା ଆତ୍ମାମନ୍କେ ବାର୍କରାଇଦେଲା ଆରି ରଗି ଲକ୍ମନ୍କେ ନିକ କଲା ।
ତେଇ ଗଟେକ୍ ମାଇଜି ରଇଲା । ତାକେ ଡୁମା ଦାରି ଅଟ୍ର ବରସ୍ ଜାକ କୁବ୍ଡି ଅଇରଇଲା । ସେ ବିଲ୍କୁଲ୍ ସିଦା ଅଇ ଇଣ୍ଡି ନାପାର୍ତେ ରଇଲା ।
ଜିସୁ ସେ ମାଇଜିର୍ ଉପ୍ରେ ଆତ୍ ସଙ୍ଗଇଲା । ସେ ମାଇଜି ସେ ଦାପ୍ରେସେ ସଲକ୍ ଅଇ ପର୍ମେସର୍କେ ମଇମା କର୍ବାର୍ ଲାଗ୍ଲା ।
“ମୁଇ ତାକେ ନିକ କଲି ଆଚି । ଏ ମାଇଜି ଅବ୍ରାଆମର୍ କୁଟୁମର୍ ଲକ୍ । ସଇତାନ୍ ତାକେ ଅଟ୍ର ବରସ୍ ଜାକ ଦାରି ରଇଲା । ସେ ମାଇଜି ବିସ୍ରାମ୍ ବାରେ ନିକ ଅଇବାଟା ଟିକ୍ ନଏଁ କି ?”