ଲୁକ୍ 13:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ଆରି ସେ ତମ୍କେ ପାଟାଇଦେବା ଜାଗାଇଅନି ଅବ୍ରାଆମ୍ ଇସାକ୍, ଜାକୁବ୍, ଆରି ପର୍ମେସରର୍ ଟାନେଅନି ଆସି ରଇଲା ବବିସତ୍ ବକ୍ତାମନ୍ ରଇବାଟା ଦେକ୍ସା । ମାତର୍ ପର୍ମେସର୍ ତାର୍ ରାଇଜେ ତମ୍କେ ଜାଗା ନ ଦେଏ । ଜେଡେବଲ୍ ଏଟା ଅଇସି, ସେ ବେଲା ସେଟା ଦେକି, ତମେ କାଇକାଇ କାରାପ୍ କାମ୍ମନ୍ କରି ରଇଲାସ୍ ସେଟା ସବୁ ଏତାଇ କରି ମାରିଚପିଅଇ କାନ୍ଦ୍ସା ଆରି ଦାତ୍ ମୁଣ୍ଡ୍ କାତ୍ରି ଅଇସା । အခန်းကိုကြည့်ပါ။ |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।