3 ମୁଇ ତମ୍କେ କଇଲିନି, ଜେଡେବେଲେ ଜାକ ପାପେଅନି ମନ୍ ନ ବାଦ୍ଲାଆସ୍, ତମେ ସବୁ ଲକ୍ ସେନ୍ତାରି କୁରୁପ୍ନାସ୍ ଅଇଜାଇସା ।
ତାର୍ ପଚେ ସବୁ କାରାପ୍ ଆତ୍ମାମନ୍ ଜାଇକରି ସେ ଲକର୍ ବିତ୍ରେ ବାସାକରି ରଇବାଇ । ସେ ବେଲା ସେ ଲକ୍ ଆଗ୍ତୁର୍ତେଇଅନି ଅଦିକ୍ କରାପ୍ଅଇଜାଇସି । ଏନ୍ତିସେ ଆଜିକାଲି ଜିଇବା କାରାପ୍ ଲକ୍ମନ୍କେ ଅଇସି । ବଲି କଇଲା ।
ରାଜା ରିସାଅଇଜାଇ କରି ସଇନମନ୍କେ ପାଟାଇଲା । ସଇନମନ୍ ଜାଇକରି ସେ ମାରୁମନ୍କେ ମରାଇ ପାକାଇଲାଇ ଆରି ସେମନ୍ ରଇଲା ସଅର୍ ପଡାଇ ପାକାଇଲାଇ ।
ସେ ଏନ୍ତି ବଲି କଇତେରଇଲା, “ପାପ୍ଟାନେଅନି ବାଉଡା, କାଇକେବଇଲେ ସରଗ୍ ରାଇଜ୍ ଲଗେ କେଟ୍ଲାନି ।”
ତେଇ ଜିସୁ ସେମନ୍କେ କଇଲା, “ଏ ସବୁ କସ୍ଟ ପାଇବାକେ, ଏ ଗାଲିଲିୟମନ୍ ବିନ୍ ସବୁ ଗାଲିଲିୟମନର୍ ଟାନେଅନି ଅଦିକ୍ ପାପ୍ କଲାଇ ଆଚତ୍ ବଲି ବାବ୍ଲାସ୍ନି କି ?
ନଇଲେ ସିଲଅତେଇ ରଇଲା ଜନ୍ ଅଟ୍ର ଲକର୍ ଉପ୍ରେ ବଡ୍ ଗର୍ ଅଦ୍ରି ମରିଜାଇ ରଇଲା, ସେମନ୍ ତେବେ ? ତମେ ସେମନ୍କେ ଜିରୁସାଲାମର୍ ବିନ୍ ଲକ୍ମନର୍ ଟାନେଅନି ଅଦିକ୍ ପାପ୍ କଲାଇ ଆଚତ୍ ବଲି ବାବ୍ଲାସ୍ନି କି ?
ନାଇ, ମୁଇ ତମ୍କେ କଇଲିନି, ପାପେଅନି ମନ୍ ନ ବାଦ୍ଲାଇଲେ ତମେସବୁ ଲକ୍ ସେନ୍ତି କୁରୁପ୍ନାସ୍ ଅଇଜାଇସା ।”
ଆରି ଜିରୁସାଲମେଅନି ଆରାମ୍ କରି ସବୁ ଦେସର୍, ସବୁ ଜାତିର୍ ଲକ୍ମନ୍କେ ମର୍ ନାଉଁଦାରି ପାପ୍ କେମା କରାଇ, ମନ୍ ବଦ୍ଲାଇବାକେ କଇବାର୍ ଆଚେ ।
ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।”