1 ତରେକ୍ ଜିସୁ ବିସ୍ରାମ୍ବାରେ ବଜି କାଇବାକେ ଗଟେକ୍ ପାରୁସି ନେତାର୍ ଗରେ ଗାଲା । ଆରି ସେମନ୍ ଜିସୁକେ କାଇଆଲେ ବୁଲ୍ ଦାର୍ବାକେ ଆଁକିମରାଇ ଦେକ୍ତେ ରଇଲାଇ ।
ମେଣ୍ଡାର୍ତେଇ ଅନି ଗଟେକ୍ ଲକର୍ ମୁଲିଅ କେତେକ୍ ଅଦିକ୍ । ସେଟାର୍ ପାଇ ଆମେ ବିସ୍ରାମ୍ବାରେ ବିନ୍ ଲକ୍କେ ସାଇଜ କର୍ବାଟା ସାସ୍ତରେ ରଇବା ରିତିନିତିର୍ ବିରଦ୍ ଅଇବା କାମ୍ ନଏଁ ।”
ଜିସୁ କେଜାନେ ବିସ୍ରାମ୍ ବାରେ ନିମାନ୍ କର୍ସି ବଲି, ସେମନ୍ ଆଁକି ନ ମରାଇତେ ଦେକ୍ତେରଇଲାଇ, କାଇକେବଇଲେ ଜେନ୍ତିକି ତାର୍ ବିରୁଦେ ଦସ୍ ଦାରିପାର୍ବାଇ ।
ଜିସୁ କାତା କଇସାରାଇଲା ପଚେ ଗଟେକ୍ ପାରୁସିଲକ୍ ତାକେ ନିଜର୍ ଗରେ କାଇବାକେ ଡାକ୍ଲା, ଆରି ଗରେ ବସାଇଲା ।
ତେଇ ଜିସୁ ତାର୍ ମୁଆଟେ ଗଟେକ୍ ପୁଲାରଗ୍ ଅଇରଇଲା ଲକ୍କେ ଦେକ୍ଲା ।
କେତେଟା ପାରୁସି ଲକ୍ମନ୍ ଜିସୁକେ “କେବେଅନି ପର୍ମେସର୍ ଲକ୍ମନ୍କେ ସାସନ୍ କର୍ସି ?” ବଲି ପାଚାର୍ଲାଇ । ଜିସୁ ସେମନ୍କେ କଇଲା, “ପର୍ମେସର୍ କେନ୍ତି ସାସନ୍ କର୍ସି, ସେ ରାଇଜ୍ ତମର ଆଁକିତେଇ ନ ଡିସେ ।
ସେଟାର୍ପାଇ ସେମନ୍ ତାର୍ ବୁଲ୍ ଦାର୍ବାକେ ଗଟେକ୍ ସୁଜଗ୍ କଜ୍ତେ ରଇଲାଇ । ସେମନ୍ କେତେଟା ଚର୍ମନ୍କେ ଲାଁଚ୍ଦେଇ ଦରମ୍ ଲକ୍ପାରା ଦେକାଇ ଅଇବାକେ ପାଟାଇଲାଇ । କାଇକେ ବଇଲେ ଜିସୁର୍ ଟଣ୍ଡେଅନି ବୁଲ୍କାତା ବାର୍କରାଇ, ଦସ୍ ଦାରି, ରମିୟ ସାସନ୍କାରିଆକେ ସର୍ପି ଦେବାକେ ମନ୍କର୍ତେ ରଇଲାଇ ।
ଆରି ଜିସୁ ବିସ୍ରାମ୍ବାରେ ମିସା କେ ଜାନେ ନିକ କର୍ସି, ଏଟା ଦେକୁ ବଲି ପାରୁସି ଲକ୍ମନ୍ ଆରି ସାସ୍ତର୍ ସିକାଉମନ୍ ତାକେସେ ଦେକି ଦେକି ରଇଲାଇ, କାଇକେବଇଲେ ତାର୍ ବିରୁଦେ ଦସ୍ ଦାର୍ବାକେ ।
ପାରୁସିମନର୍ ବିତ୍ରେଅନି ନିକଦିମ ନାଉଁର୍ ଗଟେକ୍ ଲକ୍ ରଇଲା । ସେ ଜିଉଦି ମନର୍ ଗଟେକ୍ ନେତା ।
ମାତର୍ ସେମନର୍ ବିତ୍ରେଅନି ଗମଲିଏଲ୍ ନାଉଁର୍ ଗଟେକ୍ ପାରୁସି ଲକ୍ ରଇଲା । ସେ ନିୟମ୍ ସିକାଇତେ ରଇଲା । ତାକେ ଲକ୍ମନ୍ ମାନିଅ କର୍ତେରଇଲାଇ । ସେ ବଡ୍ ସବାଇ ଟିଆଅଇ ପେରିତ୍ମନ୍କେ ଚନେକର୍ ପାଇ ବାଇରେ ନେବାକେ ଆଦେସ୍ ଦେଲା ।