25 ତରେକ୍ ବେସି ଲକ୍ମନ୍ ଜିସୁର୍ ସଙ୍ଗ୍ ଜାଇତେ ରଇଲାଇ । ଆରି ସେ ପଚ୍ବାଟେ ବୁଲିକରି ସେମନ୍କେ କଇଲା ।
ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
ତାର୍ପଚେ ଜିସୁ କଇଲା, “ମୁଇ ଜନ୍ ଲକ୍ମନ୍କେ ପର୍ତୁମ୍ ଡାକିରଇଲି, ସେମନ୍ କଣ୍ଡେକ୍ ମିସା ଚାକି ନାପାରତ୍ ।”
“ଜେ ମର୍ ଲଗେ ଆସିକରି ନିଜର୍ ବାବା, ମାଆ, ମାଇଜି ପିଲା, ବାଇ ବଇନି ଆରି ନିଜ୍କେ ମର୍ତେଇଅନି ଅଦିକ୍ ଆଲାଦ୍ କର୍ସି, ସେ ମର୍ ସିସ୍ ଅଇନାପାରେ ।