29 ତମେ ଜଦି ଇସାବ୍ କରି ନ ଦେକ୍ଲେ ଗର୍ କାମ୍ ଆରାମ୍ କରି ସାରାଇ ନାପାରାସ୍ । ସେ କାମ୍ କରି ନ ସାରାଇଲେ ତମ୍କେ ଦେକ୍ବା ଲକ୍ମନ୍ ଆଁସିକରି ଲାଜ୍କରି ଦେବାଇ ।
“ ତୁଇସେ କାଇକି ମନ୍ଦିର୍ ବସ୍ଲାଇଦେଇ ତିନ୍ ଦିନ୍କେ ଆରି ତରେକ୍ ତିଆର୍ କରିଦେଇତେ ରଇଲୁସ୍ ? ତୁଇ ଜଦି ପର୍ମେସରର୍ ପଅ, ନିଜ୍କେ ରକିଆ କର୍ ଆରି କୁର୍ସେଅନି ଉତ୍ରି ଆଉ ।”
ତମେ ଜଦି ଗଟେକ୍ ବଡ୍ ଗର୍ ବାନ୍ଦ୍ବାକେ ମନ୍ କଲାସ୍ନି ବଇଲେ, ବାନ୍ଦ୍ବା ଆଗ୍ତୁ କେତେକ୍ କର୍ଚ ଅଇସି ସେଟା ବସି କରି ଇସାବ୍ କର୍ସା । ଆରି ସେ ଗରର୍ ସବୁ କାମ୍ କରିସାରାଇବାକେ ତମର୍ ଲଗେ ସେତ୍କି ଡାବୁ ଆଚେକି ନାଇ ବଲି ଇସାବ୍ କରିଦେକ୍ସା ।
ସେମନ୍ କଇବାଇ, ଏ ଲକ୍ ବଡ୍ଟା ଗର୍ ବାନ୍ଦ୍ବାର୍ ଆରାମ୍ କଲା, ମାତର୍ ସାରାଇବାର୍ ନାପାର୍ଲା ।”
ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ ।