4 ମାତର୍ ସେମନ୍ କାଇଟାବଲି ମିସା ନ କଇ ଚୁପ୍ଚାପ୍ ଅଇ ରଇଲାଇ । ସେଟାର୍ ପାଇ ଜିସୁ ସେ ରଗିକେ ଚିଇଲା ଆରି ନିକ କରି ପାଟାଇ ଦେଲା ।
ଜିସୁକେ ଇତିର୍ ଉତର୍ କେ ମିସା ଦେଇ ନାପାର୍ଲାଇ । ସେ ଦିନେଅନି, ଆରି ତାକେ କେ ମିସା କାଇ ପର୍ସନ୍ ପାଚାର୍ବାକେ ସାଆସ୍ କରତ୍ ନାଇ ।
ତାର୍ ପଚେ ଜିସୁ ସେ ପାରୁସି ଆରି ମସାର୍ ନିୟମ୍ ସିକାଇଦେବା ଲକ୍ମନ୍କେ ପାଚାର୍ଲା । “ମସାର୍ ନିୟମ୍ ଇସାବେ ବିସ୍ରାମ୍ବାରେ ଗଟେକ୍ ରଗ୍ ଅଇଲା ଲକ୍କେ ନିକ କର୍ବା ବିଦି ଆଚେ କି ନାଇ ?”
ତାର୍ ପଚେ ଜିସୁ ସେମନ୍କେ ପାଚାର୍ଲା, “ ବିସ୍ରାମ୍ବାରେ ତମର୍ ବିତ୍ରେଅନି ଗଟେକ୍ କାର୍ଆଲେ ନିଜର୍ ପିଲା ନଇଲେ ଗଟେକ୍ ଗରୁ କୁଇସାଲେ ଅଦ୍ରି ରଇଲେ ତାକେ ଦାପ୍ରେ ଜିକି ନ ଆନାସ୍ କି ?”