9 କେ ତମ୍କେ ଆରି ବଡ୍ ଲକ୍କେ ଡାକ୍ଲା ଆଚେ ସେ ଆସିକରି ତମ୍କେ କଇସି, ‘ଆକେ ଏ ନିକ ଜାଗା ଦେସ୍’ ବଲି । ତେଇ ତମେ ଉଟି ମୁକିଅ ନଇଲା ଜାଗାଇ ଜାଇ ବସ୍ବାର୍ ଆଚେ । ସେବେଲାଇ ତମ୍କେ ବେସି ଲାଜ୍ ଲାଗ୍ସି ।
ଜିସୁ କଇଲା କାତା ସୁନି ତାର୍ ବିରଦି ଲକ୍ମନ୍ ଲାଜ୍ ଅଇଲାଇ । ମାତର୍ ବିନ୍ ଲକ୍ମନ୍ ସେ କର୍ବା ସବୁ କାବାଅଇଜିବା କାମ୍ ଦେକି ସାର୍ଦା ଅଇଗାଲାଇ ।
ତେବର୍ପାଇ ପାପ୍କାମ୍ ଚାଡି ନିକ କାମ୍ କରା, ଅବ୍ରାଆମ୍ତା ଆମର୍ ଆନିଦାଦି ବଲି ମନେ ମନେ ବାବାନାଇ, କାଇକେବଇଲେ ମୁଇ ତମ୍କେ କଇଲିନି, ପର୍ମେସର୍ ଏ ପାକ୍ନାମନର୍ଟାନେଅନି ମିସା ଅବ୍ରାମର୍ ପିଲାଜିଲା ଉବ୍ଜାଇ ପାର୍ସି ।