10 ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
“ଜେ ମକେ ସବୁର୍ ମୁଆଟେ ‘ମର୍ ଲକ୍’ ବଲି ନାମ୍ସି, ମୁଇ ମିସା ମର୍ ସରଗର୍ ବାବାର୍ ମୁଆଟେ ସେମନ୍କେ ‘ମର୍ ଲକ୍’ ବଲି କଇବି ।
ଏ ସାନ୍ ପିଲାମନର୍ ବିତ୍ରେ ଅନି ଗଟେକ୍କେ ମିସା ଇନ୍କରା ନାଇ । ମୁଇ ତମ୍କେ କଇଲିନି, ଏ ମନର୍ ଜତନ୍ ନେଇତେ ରଇବା ସରଗର୍ ଦୁତ୍ମନ୍ ସବୁ ବେଲା ମର୍ ବାବାର୍ ଲଗେ ଆଚତ୍ ।
ସମାନ୍ ସେନ୍ତି ସେ, ଏ ସାନ୍ ପିଲାମନର୍ ତେଇ ଅନି ଗଟେକ୍ ଲକ୍ ମିସା ବାଟ୍ ବାନା ଅଅତ୍, ଏଟା ତମର୍ ସରଗର୍ ବାବା ମନ୍ କରେ ନାଇ ।
“ଆରି ମୁଇ ତମ୍କେ କଇଲିନି, ଜେ ଜଦି ମକେ ଲକ୍ମନର୍ ମୁଆଟେ ନାମ୍ସି ଆରି ବିସ୍ବାସ୍ କର୍ସି, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ପର୍ମେସରର୍ ଦୁତ୍ମନର୍ ମୁଆଟେ ତାକେ ନାମ୍ବି ।
ମାତର୍ ଜେ ଲକ୍ମନର୍ ମୁଆଟେ ମକେ ନ ନାମି, ବିସ୍ବାସ୍ ନ କରେ, ତାକେ ପର୍ମେସରର୍ ଦୁତ୍ମନର୍ ମୁଆଟେ ମୁଇ ଇନ୍ କର୍ବି ।”
ନାଇ, ମୁଇ ତମ୍କେ କଇଲିନି, ପାପେଅନି ମନ୍ ନ ବାଦ୍ଲାଇଲେ ତମେସବୁ ଲକ୍ ସେନ୍ତି କୁରୁପ୍ନାସ୍ ଅଇଜାଇସା ।”
ଏ କାତା ବୁଜାଇ ଦେବାକେ ଜିସୁ ସେମନ୍କେ ଆରି ଗଟେକ୍ କାତାନି କଇଲା । ଗଟେକ୍ ଲକ୍କେ ଦୁଇଟା ପିଲାମନ୍ ରଇଲାଇ ।
ସେନ୍ତାରି ମୁଇ ତମ୍କେ କଇଲିନି, ‘ଆମେ ପାପି ଲକ୍ମନ୍ ନଉଁ’ ବଲି ବାବ୍ତେରଇବା ନବେ ନଅଟା ଦରମ୍ ଲକ୍ମନ୍ ରଇଲେମିସା ଗଟେକ୍ ପାପି ଲକ୍ ନିଜେ ‘ମୁଇ ଗଟେକ୍ ପାପି’ ବଲି ଏତାଇସି । ପଚେ ମନ୍ବାଦ୍ଲାଇ କରି ପର୍ମେସରର୍ ଲଗେ ଆଇସି । ସେ ନବେ ନଅଟା ଦରମ୍ ଲକ୍ମନର୍ତେଇ ଅନି ଏ ଗଟେକ୍ ଲକର୍ ପାଇ ସର୍ଗେ ଅଦିକ୍ ସାର୍ଦା କର୍ବାଇ ।”
ଆରି ସେଟା ମିଲ୍ଲା ଦାପ୍ରେ ତାର୍ ମଇତର୍ମନ୍କେ ଆରି ଗର୍ ଲଗେ ରଇଲା ଲକ୍ମନ୍କେ କଇସି ‘ତମେ ମର୍ସଙ୍ଗ୍ ସାର୍ଦା କରା, କାଇକେ ବଇଲେ ଆଜିଗାଲା ରୁପାଅଦ୍ଲି ଡାବୁ ମକେ ମିଲ୍ଲା ଆଚେ’ ।
ତେବର୍ପାଇ ମୁଇ ତକେ କଇଲିନି, ଏ ମାଇଜିର୍ କେତେ କେତେ ପାପ୍ କେମାଅଇଲାଆଚେ, କାଇକେବଇଲେ ସେ ବେସି ଆଲାଦ୍ କଲା, ମାତର୍ ଜାକେ ଅଲପ୍ କେମା ଦିଆଅଇସି, ସେ ଅଲପ୍ ଆଲାଦ୍ କର୍ସି ।”
ଜିଉଦି ବିସ୍ବାସିମନ୍ ଏଟା ସୁନ୍ଲା ପଚେ ଆରି ନ ବାକାନିକରି ପର୍ମେସର୍କେ ଡାକ୍ପୁଟା କଲାଇ, “ସେନ୍ତାର୍ ଆଲେ ଜିଉଦିନଇଲା ଲକ୍ମନ୍କେ ମିସା ପାପ୍ କଲାଟା ମାନିଅଇକରି ନ ସାର୍ବା ଜିବନ୍ ପାଇବାକେ ସେ ସୁଜଗ୍ ଦେଲାଆଚେ ।”
ମାତର୍ ସେ ରାତି ମାପ୍ରୁର୍ ଗଟେକ୍ ଦୁତ୍ ବନ୍ଦିଗରର୍ କାପାଟ୍ ଉଗାଡିଦେଲା ଆରି ସେମନ୍କେ ମୁକ୍ଲାଇ ଆନି କଇଲା,
କାଇକେବଇଲେ ଜଦି ଗଟେକ୍ ଲକର୍ ଦୁକ୍ ପର୍ମେସରର୍ ମନ୍ କଲା ଇସାବେ ଆଇସି, ସେଟା ନିଜର୍ ପାପ୍ କଲାଟା ମାନିଅଇକରି, ମନ୍ ବାଉଡାଇବାକେ ଲଡାକେ ଆଇସି । ତେଇ କାଇ ମିସା ଦୁକ୍ ନାଇ । ମାତର୍ ମୁନୁସ୍ମନର୍ ଟାନେଅନି ଅଇବା ଦୁକ୍ ମରନ୍ବାଟେ ଡାକିନେଇସି ।
ଜେନ୍ତାରିକି ଅନିସ୍ମସ୍ ଆରି ତୁଇ, ସାଉକାର୍ ଆରି ଗତିଦାଙ୍ଗ୍ଡା ପାରା ନ ଅଇ, ମର୍ବା ଜାକ ନିଜର୍ ବାଇ ଇସାବେ ରଇବାକେ, ଚନେକର୍ପାଇ ତର୍ଟାନେଅନି ଦୁରିକେ ରଇଲା ।
ତେବର୍ପାଇ ପିଲାମନ୍ ସବୁ ରକତ୍ ମାଉଁସ୍ ମିସି ରଇବାକେ ସେ ମିସା ନିଜର୍ ସେ ରକାମ୍ ସିତି ମିସିଗାଲା, ଆରି ତାର୍ ମରନ୍ ସଙ୍ଗ୍ ମରନର୍ ଅଦିକାରି ସୟ୍ତାନ୍କେ ବିନାସ୍ କଲା ।