11 ଏ କାତା ବୁଜାଇ ଦେବାକେ ଜିସୁ ସେମନ୍କେ ଆରି ଗଟେକ୍ କାତାନି କଇଲା । ଗଟେକ୍ ଲକ୍କେ ଦୁଇଟା ପିଲାମନ୍ ରଇଲାଇ ।
ମୁଇ ତମ୍କେ କଇଲିନି, ସେନ୍ତିସେ ଗଟେକ୍ ପାପି ଲକ୍ ମାପ୍ରୁର୍ତେଇ ମନ୍ବାଦ୍ଲାଇସି ବଇଲେ, ପର୍ମେସରର୍ ଦୁତ୍ମନ୍ ବେସି ସାର୍ଦା କର୍ବାଇ ।”
ଦିନେକ୍ ସାନ୍ ପଅ ତାର୍ ବାବାକେ କଇଲା, “ଏ ବାବା ତର୍ ଦନ୍ ମର୍ବାଗେ ଜେତ୍କି ଅଇସି, ସେଟା ଏବେ ମକେ ଦେଇପାକା ।” ସେଟାର୍ ପାଇ ତାର୍ ବାବା ତାର୍ ଦନ୍ ଦୁଇବାଗ୍ କରି ତାର୍ ପିଲାମନ୍କେ ଦେଲା ।