14 ତାର୍ଲଗେ ରଇଲା ସବୁ ଡାବୁ ସାରାଇଦେଲା । ପଚେ ସେ ଦେସର୍ ଗୁଲାଇ ବାଟେ ମର୍ଡି ଅଇଲା । ଆରି କାଇଟା ମିସା ଗେନି କାଇବାକେ ତାର୍ଲଗେ ଡାବୁ ନ ରଇଲା ।
ଅଲପ୍ ଦିନ୍ ଗାଲା ପଚେ ସାନ୍ ପିଲା ତାର୍ ବାଗର୍ ସବୁ ଦନ୍ ବିକିଦେଇ ମିଲ୍ଲା ଡାବୁ ଟୁଲିଆଇ ଗଟେକ୍ ଦୁର୍ ଦେସେ ଉଟିଗାଲା । ଆରି ତାର୍ ସବୁ ଡାବୁ ନିଜେ ମନ୍କଲା ଇସାବେ କର୍ଚ କଲା ।
ତେବେ ସେ ଗଡେ ଗଟେକ୍ ଲକର୍ ଗରେ କୁଲି ମିଲ୍ସି କାଇକି ବଲି କାମ୍ କଜ୍ବାର୍ ଗାଲା । ସେ ଲକ୍ ତାକେ ଗୁସ୍ରି ଚାରାଇବା କାମ୍ ଦେଲା ।