26 ସେ ଗଟେକ୍ ଗତିଦାଙ୍ଗ୍ଡାକେ ଡାକିକରି ପାଚାର୍ଲା, “ଇତି କାଇଟା ଅଇଲାନି ?”
ସେ ବେଲା ତାର୍ ବଡ୍ ପଅ ତାସ୍ପଦାଇ ରଇଲା । ସେ ବାଉଡି କରି ଗର୍ ଲଗେ ଆଇବା ବେଲାଇ ବାଜାବାଇଦ୍ କରି ନାଟ୍ଗିତ୍ କର୍ବାଟା ସୁନ୍ଲା ।
ଗତିଦାଙ୍ଗ୍ଡା ତାକେ କଇଲା, “ତର୍ ବାଇ ଗରେ ବାଉଡି ଆଇଲା ଆଚେ । ଆରି ତର୍ ବାବା, ତର୍ ବାଇ ଜର୍ଦୁକା ନ ଅଇ ଜିବନ୍ଅଇ ଆଇଲାକେ ଗଟେକ୍ ଗାଗଡ୍ ପସୁକେ ମାର୍ଲା ଆଚେ ।”
ଜିସୁର୍ ସଙ୍ଗ୍ ଜିବା ଲକର୍ କାତା ସୁନି, “ଏଟା କାଇଟା ଅଇଲାନି ?” ବଲି ତେଇ ରଇଲା ଲକ୍ମନ୍କେ ପାଚାର୍ଲା ।
ଏନ୍ତି ବଲି ସେମନ୍ ବେସି କାବାଅଇଗାଲାଇ । ଆରି ସେମନର୍ ବୁଦି ଆଜି ଗାଲା । ଆରି ତାକର୍ ତାକର୍ ବିତ୍ରେ “ଏଟା କେନ୍ତାର୍ ଅଇଲା ତେବେ ?” ବଲି ସବୁ ବେଲେ ପାଚାର୍ଉଚାର୍ ଅଇତେ ରଇଲାଇ ।