ଲୁକ୍ 16:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଜିସୁ ତାର୍ ସିସ୍ମନ୍କେ ଗଟେକ୍ କାତାନି ବୁଜାଇ କଇଲା । “ଗଟେକ୍ ସାଉକାର୍ ଲକ୍ ରଇଲା । ତାର୍ ଦନ୍ ଇସାବ୍କିତାବ୍ କର୍ବାକେ ଗଟେକ୍ ମୁକିଅ ଗତିଦାଙ୍ଗ୍ଡା ରଇଲା । ଆରି ସେ ସବୁ ଦନ୍ ଏନେତେନେ କରିଦେଲାନି ବଲି ଗଟେକ୍ ଲକର୍ତେଇ ଅନି ସାଉକାର୍ ସୁନ୍ଲା ।” အခန်းကိုကြည့်ပါ။ |