10 କେ ସାନ୍ ବିସଇ ସତ୍ସଙ୍ଗ୍ କର୍ସି, ସେ ବଡ୍ ବିସଇ ସତ୍ସଙ୍ଗ୍ କର୍ସି । ସେନ୍ତାର୍ସେ କେ ସାନ୍ ବିସଇ ନେଇକରି ସତ୍ କାମ୍ ନ କରେ ସେ ବଡ୍ ବିସଇତେଇ ମିସା ସତ୍ କାମ୍ ନ କରେ ।
“ସେନ୍ତି ବଇଲେ କେ ତେବେ ନିମାନ୍ ଆରି ବୁଦି ରଇବା ଦାଙ୍ଗ୍ଡା ? ଜାର୍ ଉପ୍ରେ ସାଉକାର୍ ବିନ୍ ଦାଙ୍ଗ୍ଡାମନର୍ ଟିକ୍ ବେଲାଇ, କାଇବା କାଦି ଦେବା ଦାଇତ୍ ଦେଇରଇସି ।
ସାଉକାର୍ ସାର୍ଦା ଅଇ ତାକେ କଇଲା, “ ଟିକ୍ କରିଆଚୁସ୍, ତୁଇ ମର୍ କେଡେକ୍ ନିକ ଆରି ବିସ୍ବାସ୍ ରଇବା ଚାକର୍ ! ତମେ ବିସ୍ବାସ୍ ସଙ୍ଗ୍ ଉନା ଦନ୍ କାର୍ବାର୍ କରି ରଇଲାର୍ ପାଇ ତମ୍କେ ବେସି ଦନ୍ ଚାଡିଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।”
ସାଉକାର୍ କଇଲା, କେଡେକ୍ ନିକ ! ତୁଇ ମିସା ମର୍ ବଡିଆ ଚାକର୍ । ଉନା ଡାବୁ ମିସା ନିକକରି କାମେ ଲାଗାଇଲୁସ୍ । ଏବେ ତର୍ ଜିମାରେ ମୁଇ ବୁତେକ୍ ଦନ୍ ଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।
ସେ ରାଜା ସାର୍ଦା ଅଇ ତାକେ କଇଲା “ତୁଇ ନିକ ଦାଙ୍ଗ୍ଡା, ଅଲପ୍ ବିସଇ ଦାଇତ୍ ନେଇ କାମ୍ କଲୁସ୍ । ସେଟାର୍ପାଇ ମୁଇ ତକେ ଦସ୍ଟା ଗଡ୍ ଉପ୍ରେ ସାସନ୍ କର୍ବାକେ ସର୍ପି ଦେଲିନି ।”
ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
ମସା ଜେନ୍ତାରି ପର୍ମେସରର୍ କୁଟୁମେ ସତ୍ ବାବେ କାମ୍ କଲା, ସମାନ୍ ସେନ୍ତାରିସେ, ସେ ମିସା ସତ୍ ବାବେ ପର୍ମେସରର୍ ଆଦେସ୍ ମାନ୍ବାକେ ସତ୍ ସଙ୍ଗ୍ କଲା ଆରି ପର୍ମେସର୍ସେ ତାକେ ବାଚି ପାଟାଇରଇଲା ।