ଲୁକ୍ 16:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ଗଟେକ୍ ଗତିଦାଙ୍ଗ୍ଡା ଦୁଇଟା ସାଉକାରର୍ ଦାଇତ୍ ସମାନ୍ ବାବେ କରିନାପାରେ । କାଇକେବଇଲେ ସେ ଗଟେକ୍ ସାଉକାର୍କେ ଆଲାଦ୍ କର୍ସି ଆରି ଗଟେକ୍ ସାଉକାର୍କେ ଗିନ୍ କର୍ସି । ଗଟେକ୍ ସାଉକାର୍କେ ନାମ୍ସି ଆରି ଗଟେକ୍କେ ନ ନାମେ । ସେନ୍ତାର୍ସେ ଗଟେକ୍ ଲକ୍ ଏକାତରେକ୍ ଏ ଦୁନିଆର୍ ଦନ୍ ଆରି ପର୍ମେସର୍କେ ସମାନ୍ବାବେ ସେବା କରିନାପାରେ ।” အခန်းကိုကြည့်ပါ။ |