ଲୁକ୍ 16:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଜିସୁ ସେମନ୍କେ କଇଲା, “ତମେ ଲକର୍ ମୁଆଟେ ନିକ ବଲି ଦେକାଇ ଅଇଲାସ୍ନି । ମାତର୍ ତମର୍ ମନ୍ବିତ୍ରେ କାଇଟା ଆଚେ ସେଟା ପର୍ମେସର୍ ଜାନିଆଚେ । ଜନ୍ ଦିନ୍ସୁ ଲକ୍ମନ୍ ବେସି ମୁଲିଅ ବଲି ବାବ୍ଲାଇନି ସେଟା ପର୍ମେସର୍ ଦେକ୍ବା ଇସାବେ ବେସି ଗିନର୍ ବିସଇ ।” အခန်းကိုကြည့်ပါ။ |
ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।