ଲୁକ୍ 16:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 “ଡୁବନ୍ ଦେଉ ଜଅନ୍ ଆସି ନିକ କାତା କଇବାଟା ଆରାମ୍ କର୍ବା ଜାକ, ମସାର୍ ନିୟମ୍ ଆରି ବବିସତ୍ବକ୍ତାମନର୍ କାତା ତମ୍କେ କାଡାଇ ନେଇତେ ରଇଲା । ଜଅନ୍ ଆଇଲା ପଚେ, ପର୍ମେସରର୍ ରାଇଜର୍ ସୁବ୍ କବର୍ ଜାନାଇଲାଇନି । ଆରି ନିଜର୍ ବପୁସଙ୍ଗ୍ ପର୍ମେସରର୍ ରାଇଜେ ଜିବାକେ ବେସି ଲକ୍ମନ୍ ଚେସ୍ଟା କଲାଇନି । အခန်းကိုကြည့်ပါ။ |