ଲୁକ୍ 16:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 କେତେ ଦିନ୍ ଗାଲାପଚେ ସେ ଅର୍କିତ୍ ଲକ୍ ମରିଗାଲା । ଆରି ପର୍ମେସରର୍ ଦୁତ୍ମନ୍ ଆସି ତାକେ ସରଗ୍ପୁରର୍ ବଜିତେଇ ଅବ୍ରାଆମର୍ ଲଗେ ବସ୍ବାକେ ଦାରି ଗାଲାଇ । ଆରି କେତେ ଦିନ୍ ଗାଲାପଚେ ସେ ସାଉକାର୍ ମିସା ମରିଗାଲା । ତାକେ ନେଇ ତପିଦେଲାଇ । အခန်းကိုကြည့်ပါ။ |
ତାର୍ପଚେ ସର୍ଗେଅନି ମୁଇ ଏନ୍ତାରି ସୁନ୍ଲି । “ଏଟା ଲେକି ସଙ୍ଗଇର । ଏବେଅନି ମାପ୍ରୁଟାନେ ମିସ୍ଲାପଚେ ମରିଜିବାଇ ସେ ଲକ୍ମନ୍ କେଡେକ୍ କରମର୍ ଲକ୍ । ଉଁ ବଲି ଆତ୍ମା କଇଲାନି । ଏଟା ସତଇସେ ଗଟ୍ସି, ତାକର୍ ଆବଡ୍ କାମେଅନି ଚନେକ୍ ପୁଣ୍ଡ୍ବାକେ ସେଟା ତାକର୍ ବେଲା ରଇସି । କାଇକେବଇଲେ ସେମନ୍ କରିରଇବା ନିକ କାମର୍ ଲାଗି ସେମନ୍ ପୁରୁସ୍କାର୍ ପାଇବାଇ ।”