ଲୁକ୍ 16:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ସେ ଆଉଲି ଅଇ କଇଲା, “ଏ ବାବା ଅବ୍ରାଆମ୍, ମକେ ଦୟା କର୍ । ଲାଜାର୍କେ ମର ଲଗେ ପାଟାଇଦେସ୍ । ସେ ଆସିକରି ନିଜର୍ ଆଙ୍ଗ୍ଟି ସଙ୍ଗ୍ ପାନି ଦେଇ, ମର୍ ଜିବ୍ କାକର୍ କର । କାଇକେ ବଇଲେ ମୁଇ ଏ ନରକ୍ପୁରର୍ ଜଇଲଗେ ବେସି କସ୍ଟ ପାଇଲିନି ।” အခန်းကိုကြည့်ပါ။ |
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।