27 ସେ ବେଲା ସେ ସାଉକାର୍ କଇଲା, “ଏ ବାବା ଏନ୍ତି ବଇଲେ ମୁଇ ତକେ ବାବୁଜିଆ କଲିନି ଲାଜାର୍କେ ଦୟାକରି ମର୍ ବାବାର୍ ଗରେ ପାଟାଇଦେସ୍ ।
ଆରି ଗଟେକ୍ ବିସଇ ଅଇଲାନି, ତର୍ ଆମର୍ ମଜାଇ ଗଟେକ୍ ବଡେଟା ପାଗଡ୍ ଆଚେ । ଇତିର୍ ଲକ୍ ସିତି ଜାଇ ନଏଁ ଆରି ସିତିର୍ ଲକ୍ ଇତି ଆସି ନଏଁ ” ବଲି କଇଲା ।
କାଇକେ ବଇଲେ ତେଇ ମର୍ ପାଁଚ୍ଟା ବାଇମନ୍ ଆଚତ୍ । ଲାଜାର୍ ଜାଇ ସେମନ୍କେ ଜାଗ୍ରତ୍ କରାଅ । ସେମନ୍ ସେ କାତା ସୁନି ପାପେଅନି ମନ୍ ବାଦ୍ଲାଅତ୍ । ସେମନ୍ ମଲେ ମୁଇ ଏବେ ବେସି କସ୍ଟ ପାଇବା ଏ ଜାଗାଇ ନ ଆସତ୍” ବଲି କଇଲା ।