29 ମାତର୍ ଅବ୍ରାଆମ୍ ତାକେ କଇଲା, “ସେମନ୍ ଜାଗ୍ରତ୍ ଅଇ ରଇବାକେ ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ସବୁ ତାକର୍ ଲଗେ ଆଚେ । ସେଟା ସେମନ୍ ପଡିକରି ସିକତ୍ ।” ବଲି କଇଲା ।
“ଡୁବନ୍ ଦେଉ ଜଅନ୍ ଆସି ନିକ କାତା କଇବାଟା ଆରାମ୍ କର୍ବା ଜାକ, ମସାର୍ ନିୟମ୍ ଆରି ବବିସତ୍ବକ୍ତାମନର୍ କାତା ତମ୍କେ କାଡାଇ ନେଇତେ ରଇଲା । ଜଅନ୍ ଆଇଲା ପଚେ, ପର୍ମେସରର୍ ରାଇଜର୍ ସୁବ୍ କବର୍ ଜାନାଇଲାଇନି । ଆରି ନିଜର୍ ବପୁସଙ୍ଗ୍ ପର୍ମେସରର୍ ରାଇଜେ ଜିବାକେ ବେସି ଲକ୍ମନ୍ ଚେସ୍ଟା କଲାଇନି ।
ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
ସେଡ୍କିବେଲେ ତାକେ ଜିସାୟ ବବିସତ୍ବକ୍ତା ଲେକିରଇଲା ଦରମ୍ ସାସ୍ତର୍ ଦିଆଅଇଲା, ଆରି ଜିସୁ ସେ ଜିସାୟ ବଇଟାନେ ଲେକାଅଇରଇଲା ଏନ୍ତାରି ବାକିଅ ମେଲାକରି ପାଇଲା ।
କାଇକେବଇଲେ ବେସି ଦିନେଅନି ସବୁ ବିସ୍ରାମ୍ବାରେ ଆମର୍ ପାର୍ତନା ଗର୍ମନ୍କେ ମସାର୍ ନିୟମ୍ ପଡ୍ଲାଇନି, ଆରି ସବୁ ଗଡେ ସେ ନିୟମ୍ମନ୍ ଜାନାଇଲାଇନି ।”
ମସାର୍ ରିତିନିତିର୍ ତଲେସେ ରଇବାକେ ତମେ ମନ୍ କଲାସ୍ନି କି ? ମକେ କଇଦେକାପନି, ତମେ କାଇ ରିତିନିତିଟାନର୍ ବାକିଅ ସୁନାସ୍ ନାଇ କି ?