4 ମୁଇ କାଇଟା କର୍ବାର୍ ଆଚେ ବଲି ଜାନି ଆଚି । ମକେ ଏ କାମେଅନି ବାର୍ କରିଦେଲା ପଚେ କାଇଟା କଲେ ଲକ୍ମନର୍ ଗରେ ମକେ ଡାକି ନିକକରି ଦେକ୍ବାଇ ବଲି ବାବ୍ଲା ।
ସେବେଲା ସେ ମୁକିଅ ଗତିଦାଙ୍ଗ୍ଡା ମନେ ମନେ ଏତାଇଲା । ଏବେ ମୁଇ କାଇଟା କର୍ବି ? ମର୍ ସାଉକାର୍ କାମେ ଅନି ବାର୍କରିଦେବି ବଲି କଇଲା ଆଚେ । ମାଟି ମାର୍ବାକେ ମକେ ବପୁ ନାଇ ଆରି ବିକ୍ ମାଗ୍ବି ବଇଲେ ମିସା ଲାଜ୍ ଲାଗ୍ଲାନି ।
ତେବେ ସେ ମୁକିଅ ଗତିଦାଙ୍ଗ୍ଡା ତାର୍ ସାଉକାର୍ତେଇଅନି ଉଦାର୍ ନେଲା ସବୁ ଲକ୍କେ ଡାକ୍ଲା । ପର୍ତୁମ୍ ଗଟେକ୍ ଲକ୍କେ ଡାକି ପାଚାର୍ଲା, “ତୁଇ ମର୍ ସାଉକାର୍କେ କେତେକ୍ ଦେବାର୍ ଆଚେ ?”
ଆରି ଜିସୁ କଇଲା, “ସେଟାର୍ ପାଇ ମୁଇ ତମ୍କେ କଇଲିନି, ଲକ୍ମନ୍କେ ଏ ଦୁନିଆର୍ ଦନ୍ ଦେଇ କରି ନିଜର୍ ନିଜର୍ ପାଇ ମଇତର୍ କରା । ସେନ୍ତାରି କଲେ ଜେଡେବଲ୍ ତମର୍ ଦୁନିଆର୍ ଦନ୍ ସାରିଜାଇସି, ପର୍ମେସର୍ ତମ୍କେ କାଲ୍କାଲ୍ ଜୁଗ୍ଜୁଗ୍ ରଇବା ଗରେ ଡାକି ନେଇସି ।
ଏନ୍ତାରି ଗିଆନ୍ ପର୍ମେସରର୍ ଟାନେଅନି ନ ଆସେ । ସେଟା ଜଗତେଅନି ଆଇସି । ପର୍ମେସରର୍ ଆତ୍ମା ନ ରଇବାଟାନେ ଅନି ଆଇସି । ଆରି ସେଟା ସଇତାନର୍ ଗିଆନେ ଅନି ଆଇସି ।