ଲୁକ୍ 16:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତାର୍ ପଚେ ସେ ଆରି ଗଟେକ୍ ଲକ୍କେ ପାଚାର୍ଲା, “ତମେ କେତେକ୍ ଦେବାର୍ ଆଚେ ?” ଉଦାର୍ ନେଲା ଲକ୍ କଇଲା, “ଅଜାର୍ ବାସ୍ତା ଦାନ୍ ।” ମୁକିଅ ଗତିଦାଙ୍ଗ୍ଡା ତାକେ କଇଲା “ତୁଇ ଉଦାର୍ ନେଲା ପତିତେଇ ଉନାକରି ଆଟ୍ ସଅ ବାସ୍ତା ବଲି ଲେକିଦେସ୍ ।” အခန်းကိုကြည့်ပါ။ |