ଲୁକ୍ 16:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଏଟାର୍ ପାଇ ସେ ମିଚୁଆ ମୁକିଅ ଗତିଦାଙ୍ଗ୍ଡାକେ ତାର୍ ସାଉକାର୍ କଇଲା, “ତୁଇ ବେସି ଚାଲାକି ଅଇକରି ଏନ୍ତି କାମ୍ କରିଆଚୁସ୍ । କାଇକେ ବଇଲେ ଏ ଦୁନିଆର୍ ଲକ୍ମନ୍ ନିଜର୍ କାମ୍ କର୍ବାକେ ପର୍ମେସରର୍ ଲକ୍ମନର୍ ଟାନେଅନି ଅଦିକ୍ ଚାଲାକି ।” အခန်းကိုကြည့်ပါ။ |