ଲୁକ୍ 16:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଆରି ଜିସୁ କଇଲା, “ସେଟାର୍ ପାଇ ମୁଇ ତମ୍କେ କଇଲିନି, ଲକ୍ମନ୍କେ ଏ ଦୁନିଆର୍ ଦନ୍ ଦେଇ କରି ନିଜର୍ ନିଜର୍ ପାଇ ମଇତର୍ କରା । ସେନ୍ତାରି କଲେ ଜେଡେବଲ୍ ତମର୍ ଦୁନିଆର୍ ଦନ୍ ସାରିଜାଇସି, ପର୍ମେସର୍ ତମ୍କେ କାଲ୍କାଲ୍ ଜୁଗ୍ଜୁଗ୍ ରଇବା ଗରେ ଡାକି ନେଇସି । အခန်းကိုကြည့်ပါ။ |