15 ଏଦେ ଦେକା ! ସେମନର୍ ବିତ୍ରେଅନି ଗଟେକ୍ ଲକ୍ ନିଜର୍ ଗାଗଡ୍ ନିମାନ୍ ଅଇଲାଟା ଦେକି, ଜିସୁର୍ ଲଗେ ବାଉଡି ଆଇଲା । ଆରି ସେ ବେସି ଆଉଲି ଅଇ ପର୍ମେସରର୍ ଡାକ୍ପୁଟା କଲା ।
ଲକ୍ମନ୍ ସେଟା ଦେକି କାବା ଅଇଜାଇ ଡରିଗାଲାଇ । ମାତର୍ ନର୍ ଲକ୍କେ ଏନ୍ତାରି ଅଦିକାର୍ ଦେଲାର୍ ପାଇ ପର୍ମେସର୍କେ ଡାକ୍ପୁଟା କଲାଇ ।
ସେଦାପ୍ରେ ସେ ରଗି ଉଟି କଟ୍ ବଇକରି ସବୁ ଲକର୍ ଦେକ୍ତେ ବାରଇ ଗାଲା । ସେବେଲାଇ ସବୁଲକ୍ କାବା ଅଇ ପର୍ମେସରର୍ ମଇମା କରି କରି କଇଲାଇ, “ଆମେ ଏନ୍ତାରିଟା କେବେ ମିସା ଦେକି ନ ରଇଲୁ ।”
ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
ସେବେଲାଇ ସେ କଇଲା, “ମାପ୍ରୁ ମୁଇ ତକେ ବିସ୍ବାସ୍ କଲିନି ।” ଆରି ଜିସୁର୍ ମୁଆଟେ ମାଣ୍ଡିକୁଟା ଦେଇ ଜୁଆର୍ କଲା ।