ଲୁକ୍ 17:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେ ପାଲାଇ ଆସି ଜିସୁର୍ ପାଦେ ଅଦର୍ଲା “ତମେ ମକେ ନିମାନ୍ କରିଆଚାସ୍” ବଲି ଦନିଅବାଦ୍ କଲା । ସେ ଜିଉଦି ଲକ୍ ନଏଁ । ସେ ସମିରଣିୟ ବଲି ଗଟେକ୍ ଜାଗାର୍ ଲକ୍ । အခန်းကိုကြည့်ပါ။ |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”